Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚକୋଲେଟ୍‌ ବାହାନାରେ ସମ୍ପର୍କୀୟ ଭଉଣୀ ସହିତ ଦୁଷ୍କର୍ମ
ଆଜିର ଖବର

ଚକୋଲେଟ୍‌ ବାହାନାରେ ସମ୍ପର୍କୀୟ ଭଉଣୀ ସହିତ ଦୁଷ୍କର୍ମ

July 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚକୋଲେଟ୍‌ ଦେବା ବାହାନାରେ ଦୁଇ ସମ୍ପର୍କୀୟ ଭଉଣୀଙ୍କୁ ଦୁଷ୍କର୍ମ କରିଛି ଯୁବକ । ଦୁଇ ଭଉଣୀଙ୍କ ସହିତ ଦାଦା ପୁଅ ଭାଇ ଦୁଷ୍କର୍ମ କରିଛି । ଏଭଳି ଏକ ଲଜ୍ଜା ଜନକ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅଂଚଳରେ । ଦୁଇ ଭଉଣୀଙ୍କ ବୟସ 11 ଓ 7 ବର୍ଷ ହୋଇଥିବା ଜଣାପଡ଼ିଛି । ପରିବାର ଲୋକଙ୍କ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ଗତ ମଙ୍ଗଳବାର ଦିନ ଦୁଇ ଭଉଣୀ ଖେଳୁବାବେଳେ ଦାଦାପୁଅ ଭାଇ ଚକୋଲେଟ ଦେବା ବାହାନାରେ ସେମାନଙ୍କୁ ନିଜ ଘରକୁ ଡାକି ନେଇଥିଲା । ପ୍ରଥମେ ମୋବାଇଲ୍‌ରେ ସେ ଦୁଇ ଭଉଣୀଙ୍କୁ କାର୍ଟୁନ ଭିଡ଼ିଓ ଦେଖାଇଥିଲା । ପରେ ସେମାନଙ୍କୁ ଅଶ୍ଲୀଳ ଭିଡିଓ ଦେଖାଇ ପିଶାଚ ଭାଇ ଦୁଇ ଭଉଣୀଙ୍କ ସହିତ ବଳାତ୍କାର କରିଥିଲା । ଏ ଘଟଣା ବାହାରେ ପ୍ରଘଟ ନ କରିବାକୁ ହତ୍ୟା ଧମକ ମଧ୍ୟ ଦେଇଥିଲା । ତେବେ ଗତକାଲି ରାତିରେ ଦୁଇ ଭଉଣୀ ପରିସ୍ରା କରିବାବେଳେ ବହୁତ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ମା’ ପଚାରିବାରୁ ଦୁଇ ଭଉଣୀ ଘଟଣା ସମ୍ପର୍କରେ କହିଥିଲେ । ଏ ନେଇ ଖୋଳତାଡ଼ କରାଯିବା ପରେ ସଂପୃକ୍ତ ଅଭିଯୁକ୍ତ ଘଟଣାକୁ ସ୍ୱୀକାର କରିବା ପରେ ଥାନାରେ ଏତଲା ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Latest News

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.