Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ
ଆଜିର ଖବର

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

November 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୁଗୁଡ଼ା ଥାନା ଅନ୍ତର୍ଗତ ବଡପଥର ଗ୍ରାମର ଏକ ଲଟାବୁଦା ଭିତରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିରହିଥିବା ଜଣେ ଯୁବକକୁ ପୋଲିସ ଓ ଦମକଳବାହିନୀ ଉଦ୍ଧାର କରିଥିଲା। ସେଠାରୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାକୁ ପଠାଯାଇଥିଲା। କିନ୍ତୁ ଡ଼ାକ୍ତର ତାକୁ ମୃତ ଘୋଷଣା କରିଛନ୍ତି।

ମୃତ ଯୁବକ ଜଣକ ବଡ ଗୋରଡା ଗ୍ରାମର ରଞ୍ଜିତ ବିଶ୍ବାଳ ଓ ବିଳମ୍ବିତ ରାତ୍ରରେ ଶ୍ଵଶୁର ଘର ଗାଁ ରୁ ଫେରିଲା ବେଳେ କୌଣସି କାରଣବଶତଃ ଦୁର୍ଘଟଣାର ସମ୍ମୁଖିନ ହୋଇ ଥିବା ଜଣାପଡିଛି। ପୋଲିସ ମୃତ ଯୁବକର ଶବକୁ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣା ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ବୁଗୁଡ଼ା ଥାନା ଯୁବକଙ୍କ ମୃତ୍ୟୁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ପୋଷ୍ଟିଂ ଅର୍ଡର ବିଳମ୍ବକୁ ନେଇ କଡା ହେଲେ ସରକାର

May 16, 2026

ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ

May 16, 2026

ଟପ ISIS ଆତଙ୍କୀ ନିହତ

May 16, 2026

ଖଣି ଅଧିକାରୀଙ୍କ ଗାଡି କାଚ ଭାଙ୍ଗିଲେ ମଫିଆ

May 16, 2026
Latest News

ପୋଷ୍ଟିଂ ଅର୍ଡର ବିଳମ୍ବକୁ ନେଇ କଡା ହେଲେ ସରକାର

May 16, 2026

ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ

May 16, 2026

ଟପ ISIS ଆତଙ୍କୀ ନିହତ

May 16, 2026

ଖଣି ଅଧିକାରୀଙ୍କ ଗାଡି କାଚ ଭାଙ୍ଗିଲେ ମଫିଆ

May 16, 2026

ଘରେ ପଶି ମାଇଁଙ୍କ ଭଉଣୀକୁ ହାଣିଲା ଭଣଜା

May 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.