Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷକଙ୍କ ପାଇଁ ‘ଜିରୋ ବଜେଟ୍‌ କୃଷି ପ୍ରଣାଳୀ’ ଉପରେ ବଜେଟ୍‌ରେ ଗୁରୁତ୍ବ
ଆଜିର ଖବର

କୃଷକଙ୍କ ପାଇଁ ‘ଜିରୋ ବଜେଟ୍‌ କୃଷି ପ୍ରଣାଳୀ’ ଉପରେ ବଜେଟ୍‌ରେ ଗୁରୁତ୍ବ

July 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଳିତ ସରକାରର ପୂର୍ଣ୍ଣାଙ୍ଗ ବଜେଟ ଶୁକ୍ରବାର ଲୋକସଭାରେ ଉପସ୍ଥାପିତ ହୋଇଛି। ଜୁଲାଇ 5 ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ରେ କୃଷି ଏବଂ କୃଷକଙ୍କୁ ଗୁରୁତ୍ବ ପ୍ରଦାନ କରିଛନ୍ତି ସୀତାରମଣ। ଏହି ବଜେଟ୍‌ରେ ସୀତାରମଣ ଜିରୋ ବଜେଟ୍‌ କୃଷି ପ୍ରଣାଳୀ ଉପରେ ଗୁରୁତ୍ବ ପ୍ରଦାନ କରିଛନ୍ତି। ଏହି ପ୍ରଣାଳୀ ଭାରତର କିଛି ରାଜ୍ୟରେ ଲାଗୁ ହୋଇ ସାରିଥିବା ବେଳେ ସମଗ୍ର ଦେଶରେ ଏହା ଲାଗୁ କରିବାକୁ ଚାହୁଁଛନ୍ତି ସୀତାରମଣ। ଏହିତ ପ୍ରକ୍ରିୟା ନେଇ ସମଗ୍ର ଦେଶରେ କୃଷକଙ୍କୁ ପ୍ରଶିକ୍ଷିତ କରାଯିବ ଏବଂ 2022 ସୁଦ୍ଧା ଦେଶରେ କୃଷକଙ୍କ ଆୟ ଦୁଇ ଗୁଣା କରାଯିବାର ଲକ୍ଷ୍ୟ ରଖାଯାଇଛି ବୋଲି ବଜେଟ୍‌ ଅବସରରେ ପ୍ରକାଶ କରିଛନ୍ତି ସୀତାରମଣ। ଉଲ୍ଲେଖଯୋଗ୍ୟ ଯେ, ଏହି ପ୍ରକ୍ରିୟା 25 ବର୍ଷ ପୂର୍ବରୁ ସୁଭାଷ ପାଲେକରଙ୍କ ଦ୍ବାରା ପ୍ରଚଳନ କରାଯାଇଥିଲା। ଏହି ପ୍ରକ୍ରିୟାରେ କୌଣସି ରାସାୟନିକ ସାର ଏବଂ ରାସାୟନିକ ପଦାର୍ଥ ବ୍ୟବହାରର କରାଯାଇନଥାଏ।

Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Latest News

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.