Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଜେଟ୍‌ 2019 : ମହିଳା ସ୍ବୟଂସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ 1 ଲକ୍ଷର ଋଣ ବ୍ୟବସ୍ଥା
ଆଜିର ଖବର

ବଜେଟ୍‌ 2019 : ମହିଳା ସ୍ବୟଂସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ 1 ଲକ୍ଷର ଋଣ ବ୍ୟବସ୍ଥା

July 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
fdi 100 percent
fdi 100 percent

ଚଳିତ ବଜେଟ୍‌ରେ ମହିଳା ସଶକ୍ତୀକରଣକୁ ଗୁରୁତ୍ବ ଦେଇଛନ୍ତି ସରକାର । ଦେଶର ପ୍ରତ୍ୟୋକ ଏସ୍‌ଏଚ୍‌ଜିର ସଦସ୍ୟାଙ୍କୁ ମୁଦ୍ରା ଯୋଜନା ଅଧୀନରେ 1 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି । ନାରୀ ତୁ ନାରାୟଣୀ ଯୋଜନାରେ ମହିଳାଙ୍କୁ ଏହି ଅର୍ଥ ପ୍ରଦାନ କରାଯିବ ବୋଲି ସୀତାରମଣ ସୂଚନା ଦେଈଛନ୍ତି । ଗ୍ରାମୀଣ ମହିଳାଙ୍କ ବିକାଶରେ ଏସ୍‌ଏଚ୍‌ଜି ପ୍ରମୁଖ ଭୂମିକା ଗ୍ରହଣ କରୁଥିବାରୁ ଏସ୍‌ଏଚ୍‌ଜି ଜରିଆରେ ମହିଳାଙ୍କୁ ସଶକ୍ତ କରାଯିବାର ଯୋଜନା କରାଯାଉଛି ବୋଲି ସୀତାରମଣ ପ୍ରକାଶ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026
Latest News

“ଆରଏସଏସକୁ ବ୍ୟାନ୍ କର”: USCIRFର ମୁଖ୍ୟଙ୍କ ବଡ଼ ଦାବି

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.