Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଆର୍‌ଓପି ଯୋଜନା ଭେଟେରାନ ଓ ପୂର୍ବତନ ସେନା କର୍ମଚାରୀଙ୍କ ସାହସ ଏବଂ ବଳିଦାନ ପ୍ରତି ଏକ ଶ୍ରଦ୍ଧାଞ୍ଜଳି: ପିଏମ୍
ଆଜିର ଖବର

ଓଆର୍‌ଓପି ଯୋଜନା ଭେଟେରାନ ଓ ପୂର୍ବତନ ସେନା କର୍ମଚାରୀଙ୍କ ସାହସ ଏବଂ ବଳିଦାନ ପ୍ରତି ଏକ ଶ୍ରଦ୍ଧାଞ୍ଜଳି: ପିଏମ୍

November 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ‌ୱାନ୍ ରାଙ୍କ ୱାନ୍ ପେନ୍‌ସନ୍ (ଓଆର୍‌ଓପି) ଯୋଜନାର ଦଶ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଏହି ଯୋଜନା ଆମର ଭେଟେରାନ ଏବଂ ପୂର୍ବତନ ସେନା କର୍ମଚାରୀମାନଙ୍କର ସାହସ ଏବଂ ବଳିଦାନ ପ୍ରତି ଏକ ଶ୍ରଦ୍ଧାଞ୍ଜଳି, ଯେଉଁମାନେ ଆମ ଦେଶର ସୁରକ୍ଷା ପାଇଁ ନିଜର ଜୀବନ ଉତ୍ସର୍ଗ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଦୀର୍ଘ ଦିନରୁ କରାଯାଉଥିବା ଦାବିକୁ ପୂରଣ କରିବା ତଥା ଆମର ହିରୋମାନଙ୍କ ପ୍ରତି ଆମ ଦେଶର କୃତଜ୍ଞତାକୁ ନିଶ୍ଚିତ କରିବା ପାଇଁ ଓଆରଓପି କାର୍ଯ୍ୟକାରୀ କରିବାର ନିଷ୍ପତ୍ତି ଏକ ଗୁରୁତ୍ୱପୂର୍ଣ୍ଣ ପଦେକ୍ଷେପ। ଆମ ସଶସ୍ତ୍ର ବାହିନୀକୁ ମଜବୁତ କରିବା ଏବଂ ଯେଉଁମାନେ ଆମର ସେବା କରୁଛନ୍ତି ସେମାନଙ୍କ ପାଇଁ କଲ୍ୟାଣକାରୀ କାର୍ଯ୍ୟକୁ ବଢ଼ାଇବା ଦିଗରେ ସରକାର ସବୁବେଳେ ଯଥାସାଧ୍ୟ ପ୍ରୟାସ କରିବେ ବୋଲି ଶ୍ରୀ ମୋଦୀ ଆଶ୍ୱାସନା ଦେଇଛନ୍ତି।

ଶ୍ରୀ ମୋଦୀ ସୋସିଆଲ୍ ମିଡିଆ ପ୍ଲାଟ୍‌ଫର୍ମ ‘ଏକ୍ସ’ରେ ଏକ ଥ୍ରେଡ୍ ପୋଷ୍ଟରେ ଲେଖିଛନ୍ତି:

“ଆଜି ଦିନରେ #ୱାନରାଙ୍କୱାନପେନ୍‌ସନ୍ (ଓଆର୍‌ଓପି) ଲାଗୁ କରାଯାଇଥିଲା। ଆମର ଭେଟେରାନ ଏବଂ ପୂର୍ବତନ ସେନା କର୍ମଚାରୀଙ୍କ ସାହସ ଏବଂ ବଳିଦାନ ପ୍ରତି ଏହା ଏକ ଶ୍ରଦ୍ଧାଞ୍ଜଳି, ଯେଉଁମାନେ ଆମ ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରନ୍ତି। ଦୀର୍ଘ ଦିନର ଚାହିଦାକୁ ପୂରଣ କରିବା ଏବଂ ଆମର ହିରୋମାନଙ୍କ ପ୍ରତି ଆମ ଦେଶର କୃତଜ୍ଞତାକୁ ନିଶ୍ଚିତ କରିବା ପାଇଁ ଓଆରଓପିକୁ ଲାଗୁ କରିବାର ନିଷ୍ପତ୍ତି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଥିଲା।”

“ଆପଣମାନେ ଜାଣି ଖୁସି ହେବେ ଯେ, ଏକ ଦଶନ୍ଧି ମଧ୍ୟରେ ଲକ୍ଷ ଲକ୍ଷ ପେନସନଭୋଗୀ ଏବଂ ପେନସନଭୋଗୀ ପରିବାର ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଦ୍ୱାରା ଉପକୃତ ହୋଇଛନ୍ତି। ସଂଖ୍ୟା ବାହାରେ, ଓଆରଓପି ଆମର ସଶସ୍ତ୍ର ବାହିନୀର କଲ୍ୟାଣ ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଆମେ ସବୁବେଳେ ଆମର ସଶସ୍ତ୍ର ବାହିନୀକୁ ମଜବୁତ କରିବା ଏବଂ ଆମର ଯେଉଁମାନେ ସେବା କରନ୍ତି ସେମାନଙ୍କ ପାଇଁ କଲ୍ୟାଣ କାର୍ଯ୍ୟ ଆଗକୁ ବଢ଼ାଇବାକୁ ଯଥା ସମ୍ଭବ ଚେଷ୍ଟା କରିବୁ।#OneRankOnePension”

BJP Ads
ନରେନ୍ଦ୍ର ମୋଦୀ ସଶସ୍ତ୍ର ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

କାର୍ତ୍ତିକ ପୂର୍ଣ୍ଣିମା ସ୍ନାନ ବେଳେ କରନ୍ତୁ ଏହି ଛୋଟିଆ କାମ, ମିଳିବ ସଫଳତା

November 5, 2025

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025
BJP Ads
Latest News

କାର୍ତ୍ତିକ ପୂର୍ଣ୍ଣିମା ସ୍ନାନ ବେଳେ କରନ୍ତୁ ଏହି ଛୋଟିଆ କାମ, ମିଳିବ ସଫଳତା

November 5, 2025

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.