Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଲା ବସ୍‌: ଜଣେ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ 
ଆଜିର ଖବର

ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଲା ବସ୍‌: ଜଣେ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ 

November 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ଼: ନୟାଗଡ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ସୋରଡ଼ା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ବସ ଚାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ହେଲପରଙ୍କ ସମେତ ୯ ଜଣ ଗୁରୁତର ହୋଇଥିବା ଜଣାଯାଇଛି। ଏଣେ ବସରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ମୃତକଙ୍କ ପରିଚୟ ମିଳିଛି। ସେ ହେଲେ କନ୍ଧମାଳ ଜିଲ୍ଲା ଖଜୁରୀପଡ଼ାର ବୀରେନ୍ ସାହାଣୀ। ଏଣେ ଗୁରୁତର ହେଲେ ହେଲପର୍ ଖଜୁରୀପଡ଼ାର ସିଲୁ ସାହାଣୀ। ଏହାଛଡ଼ା ଶିଶୁଆ ନାୟକ ନାମକ ଜଣେ ଯାତ୍ରୀ ଗୁରୁତର ଥିବା ଜଣାଯାଇଛି।

ସୂଚନା ଅନୁଯାୟୀ, ଶୁକ୍ରବାର ଦିନ ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବସଟି ରାଇକିଆରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଯାତ୍ରୀଙ୍କ କହିବା ଅନୁଯାୟୀ ଚାଳକ ବାଟରେ ମଦ୍ୟପାନ କରିଥିଲେ। ଏଥିଲାଗି ସୋରଡା ଛକରେ ବସଟି ଭାରସାମ୍ୟ ଗଛରେ ପିଟି ହୋଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ଖବର ପାଇ ନୂଆଗାଁ ଥାନା ପୁଲିସ ଓ ଦମକଳ ବାହିନୀ ପହଞ୍ଚି ମୃତକ ଓ ଗୁରତରମାନଙ୍କୁ ଉଦ୍ଧାର କରିଥିଲେ। ଏହି ଦୁର୍ଘଟଣା ଫଳରେ କିଛି ସମୟ ପାଇଁ ସୋରଡ଼ା ଛକରେ ଭିଡ଼ ପରିଲକ୍ଷିତ ହୋଇଥିଲା।

ନୟାଗଡ଼ ଜିଲ୍ଲା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.