Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣେଲ ସି କେ ନାଇଡୁ କ୍ରିକେଟ ଟ୍ରଫି ଉଦଘାଟିତ 
ଆଜିର ଖବର

କର୍ଣ୍ଣେଲ ସି କେ ନାଇଡୁ କ୍ରିକେଟ ଟ୍ରଫି ଉଦଘାଟିତ 

November 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସୁବୋଧ ମେହେର ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ତେଇଷ ବର୍ଷରୁ କମ କର୍ଣ୍ଣେଲ ସିକେ ନାଇଡ଼ୁ କ୍ରିକେଟ ଟ୍ରଫି ଉଦଘାଟିତ ହୋଇଯାଇଛି। ବିସିସିଆଇ ଓ ଓଡିଶା କ୍ରିକେଟ ଏସୋସିଏସନ କଟକ ସହଭାଗିତାରେ ଜିଲ୍ଲା କ୍ରୀଡା ସଂଘର ପ୍ରତ୍ୟକ୍ଷ ତତ୍ଵାବଧାନରେ ଅନୁଷ୍ଠିତ ହେଉଥିବା ଓଡିଶା ଓ କର୍ଣ୍ଣାଟକ ମଧ୍ୟରେ ଏହି ଟ୍ରଫି ଆସନ୍ତା ଏଗାର ତାରିଖ ଦିନ ଉଦଯାପିତ ହେବ।

ବିସିସିଆଇର ନିୟମ ଅନୁସାରେ ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳ ଗୌରବ ଶିୱାଜୀ ଇସଲୱାର ଉଭୟ ଦଳର ଖେଳାଳୀ ଓ ମେଚ ଅଧିକାରୀ ମାନଙ୍କ ସହ କରମର୍ଦନ ପରେ ଖେଳ ଆରମ୍ଭ ହୋଇଥିଲା। ବଲାଙ୍ଗିର ଜିଲ୍ଲାର ଜାତୀୟ ସ୍ତର ମହିଳା ଖେଳାଳୀ ମାଧୁରୀ ମେହେଟା, ରୋସନାରା ପରବିନ ଙ୍କ ସମେତ ଅନ୍ୟ ଖେଳାଳୀ ମାନଙ୍କୁ ଜିଲ୍ଲାପାଳ ସମ୍ବର୍ଦ୍ଧିତ କରିଥିଲେ।

ଉଭୟ କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ସଂଘ ର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର, ଓସିଏ ର ସମ୍ପାଦକ ସଞ୍ଜୟ ବେହେରା, ଜିଲ୍ଲା କ୍ରୀଡା ସଂଘର ସାଧାରଣ ସମ୍ପାଦକ ହରିନାରାୟ ପୂଜାରୀ, ଜିଲ୍ଲା କ୍ରିକେଟ ସମ୍ପାଦକ ଓମ ପ୍ରକାଶ ଚାନ୍ଦଙ୍କ ସମେତ ଜିଲ୍ଲା କ୍ରୀଡା ସଂଘ ର କର୍ମକର୍ତ୍ତା ଓ ସଦସ୍ୟ ମାନେ ଉପସ୍ଥିତ ଥିଲେ।

ବିସିସିଆଇ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ହାଇଦ୍ରାବାଦକୁ ପରାସ୍ତ କରି କ୍ୱାଲିଫାୟର ୨ ରେ ସ୍ଥାନ ସୁରକ୍ଷିତ କଲା ରାଜସ୍ଥାନ: ଇତିହାସ ରଚିଲେ ବୈଭବ

May 27, 2026

ଓଡିଶା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ ପାଇଁ କମିଟି ଗଠନ

May 27, 2026
Latest News

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ମାରାତ୍ମକ ହୋଇପାରେ ଏସିର ବ୍ୟବହାର, ଜାଣନ୍ତୁ କାରଣ କଣ ?

May 28, 2026

ମସ୍ତିଷ୍କ ଏବଂ କିଡନୀରେ ଜଟିଳତା ସୃଷ୍ଟି କରୁଛି ହିଟୱେଭ : ସତର୍କ ରୁହନ୍ତୁ , ସୁସ୍ଥ ରୁହନ୍ତୁ

May 28, 2026

ଆଜି ମେ ୨୮ ତାରିଖ ଗୁରୁବାରରେ ଏହି ଛଅଟି ରାଶି ଉପରେ ଶ୍ରୀଗଣେଶଙ୍କର ରହିଛି କୃପା

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.