Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣ ତିଆରି ବେଳେ ବିସ୍ଫୋରଣ, ସ୍ୱାମୀ-ସ୍ତ୍ରୀ ଗୁରୁତର 
ଆଜିର ଖବର

ବାଣ ତିଆରି ବେଳେ ବିସ୍ଫୋରଣ, ସ୍ୱାମୀ-ସ୍ତ୍ରୀ ଗୁରୁତର 

November 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ଼: ବାଣ ତିଆରି କରୁଥିବା ବେଳେ ବିସ୍ଫୋରଣ ହୋଇଛି। ଯେଉଁଥିରେ ଦମ୍ପତି ଗୁରୁତର ହୋଇଛନ୍ତି। ଗୁରୁତର ସ୍ୱାମୀ-ସ୍ତ୍ରୀଙ୍କୁ ପ୍ରଥମେ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରିବା ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ବୋଲି ଜଣାପଡିଛି।

ମିଳିଥିବା ସୂଚନା ଅନୁସାରେ ନୟାଗଡ଼ ଜିଲା ଶରଣକୂଳ ଥାନା ଅନ୍ତର୍ଗତ ଗୋଲଗାଁରେ ଏହି ଅଘଟଣ ଘଟିଛି। ଶରଣକୁକ ଥାନା ଗୋଲଗାଁରେ ବାଣ ତିଆରି କରୁଥିବା ବେଳେ ବିସ୍ଫୋରଣ ଘଟି ଦମ୍ପତି ଗୁରୁତର ଆହତ ହୋଇଛନ୍ତି, ଆହତ ମାନେ ହେଲେ ନିଶାମଣି ସେଠୀ ଓ ସଂସାରୀ ସେଠ। ଘରବାରି ପଟେ ବେଆଇନ ଭାବେ ବାଣ ତିଆରି କରୁଥିବା ବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ ନିଶାମଣିଙ୍କ ଦୁଇ ହାତ ପୋଡ଼ି ଯାଇଥିବା ବେଳେ ସଂସାରୀଙ୍କର ଦେହ ପୋଡ଼ି ଯାଇଛି, ଉଭୟଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରିବା ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ତେବେ ବାଣ ବିସ୍ଫୋରଣ ନେଇ ସୂଚନା ପାଇବା ପରେ ଘଟଣାସ୍ଥଳରେ ଶରଣକୁଳ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆଗକୁ କାର୍ତ୍ତିକ ପୂର୍ଣ୍ଣିମା ଥିବାରୁ ବାଣ ବ୍ୟବସାୟ ପାଇଁ ଉଭୟ ଦମ୍ପତି ବେଆଇନ ଭାବେ ବାଣ ତିଆରି କରୁଥିବା ଜଣାପଡିଛି।

ନୟାଗଡ ବାଣ ବିସ୍ଫୋରଣ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୦ ବୁଧବାର ଦିନ କଣ ରହିବ ଆପଣଙ୍କ ଭାଗ୍ୟ ଫଳ, ଆଜି କଣ କରିବା ଉଚିତ

September 10, 2025

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025
Latest News

ରାଶିଫଳ: ସେପ୍ଟେମ୍ବର ୧୦ ବୁଧବାର ଦିନ କଣ ରହିବ ଆପଣଙ୍କ ଭାଗ୍ୟ ଫଳ, ଆଜି କଣ କରିବା ଉଚିତ

September 10, 2025

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.