Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଚେତନତା ଦ୍ଵାରା ଲୋପ ପାଇବ କର୍କଟ ରୋଗ
ଆଜିର ଖବର

ସଚେତନତା ଦ୍ଵାରା ଲୋପ ପାଇବ କର୍କଟ ରୋଗ

November 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କର୍କଟ ରୋଗ ଜୀବନ ଘାତ ହେଲେ ମଧ୍ୟ ଜନସଚେତନତା ସୃଷ୍ଟି କରିପାରିଲେ ରୋଗରୁ ମୁକ୍ତ ସୁନିଶ୍ଚିତ ବୋଲି ଆରୋଗ୍ୟ ଲାଭ କରିଥିବା ସାମାଜିକ ଓ ସଂସ୍କୃତି ପ୍ରେମୀ ଡଃ ଦେବାନନ୍ଦ ଦାସ ଏହାର ଉଦାହରଣ ସୃଷ୍ଟି କରିଛନ୍ତି।

ବ୍ରହ୍ମପୁର ଖଲ୍ଲିକୋଟ ବିଶ୍ଵବିଦ୍ୟାଳୟ ଖେଳପଡିଆରେ ଚାଲିଥିବା ମହାନଗର ପୁସ୍ତକ ମେଳା କାର୍ଯ୍ୟକ୍ରମରେ ଡଃ ଦେବାନନ୍ଦ ଦାସ ଓ ଅନ୍ୟ କିଛି ବ୍ୟକ୍ତି ବିଶେଷ ଏକାଠି ହୋଇ ଏହି ଭଳି ସଚେତନତା କାର୍ଯ୍ୟକ୍ରମରେ ଆଗନ୍ତୁକ ସ୍ରୋତା ମାନଙ୍କୁ ରୋଗର କାରଣ ଓ ନିରାକରଣ ବିଷୟରେ ବୁଝାଇଥିଲେ।

କର୍କଟ ରୋଗ ଜନସଚେତନତା ଡ଼ଃ ଦେବାନନ୍ଦ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025
Latest News

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.