Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ଲଘୁଚାପ : ରାଜ୍ୟରେ ଲଗାଣ ବର୍ଷା
ଆଜିର ଖବର

ବଙ୍ଗୋପସାଗରରେ ଲଘୁଚାପ : ରାଜ୍ୟରେ ଲଗାଣ ବର୍ଷା

July 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ସତର୍କ ସୂଚନା ଜାରିପ କରାଯାଇଛି । ଏହାର ପ୍ରଭାବରେ ଆଜିଠାରୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯିବ । ଏଥିପାଇଁ 8 ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ସମ୍ବଲପୁର, ଦେବଗଡ, ସୋନପୁର, ଅନୁଗୁଳ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଢେଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ସପରି 14ଟି ଜିଲ୍ଲାରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁରରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Latest News

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.