Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ରୁଷର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଡେନିସ ମାନ୍ତୁରୋଭ
ଆଜିର ଖବର

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ରୁଷର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଡେନିସ ମାନ୍ତୁରୋଭ

November 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରୁଷ୍ ମହାସଂଘର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଡେନିସ ମାନ୍ତୁରୋଭ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ବାଣିଜ୍ୟ, ଅର୍ଥନୈତିକ ବନ୍ଧୁତ୍ୱ ସମେତ ଶକ୍ତି, ଯୋଗାଯୋଗ ଆଦି କ୍ଷେତ୍ରରେ ପାରସ୍ପରିକ ସହଯୋଗ ପାଇଁ ସେମାନଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।

ନିକଟରେ ତାଙ୍କ ଗସ୍ତ ଅବସରରେ ରାଷ୍ଟ୍ରପତି ପୁତିନଙ୍କ ସହ ଭେଟ ସମୟରେ ଭାରତ-ରୁଷିଆ ରଣନୀତିକ ଭାଗିଦାରିତାକୁ ଅଧିକ ସୁଦୃଢ଼ କରିବାକୁ ନିଆଯାଇଥିବା ନିଷ୍ପତ୍ତିଗୁଡ଼ିକୁ ଲାଗୁ କରିବାକୁ ଉଭୟ ଦେଶ ପକ୍ଷରୁ ହୋଇଥିବା ପ୍ରଚେଷ୍ଟାକୁ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାଗତ କରିଥିଲେ।

ରାଷ୍ଟ୍ରପତି ପୁତିନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ଭବିଷ୍ୟତରେ ଆଲୋଚନା ପାଇଁ ଇଚ୍ଛୁକ ଥିବା କହିଥିଲେ।

କାଜାନ ନରେନ୍ଦ୍ର ମୋଦୀ ବାଣିଜ୍ୟ ମସ୍କୋ ରୁଷ୍ ମହାସଂଘ ଶକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଝାଡ଼ପଡାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

INDIA ମେଣ୍ଟରୁ AAPର ଦୂରତା! ଦିଲ୍ଲୀ ବୈଠକ ପୂର୍ବରୁ ସଞ୍ଜୟ ସିଂହଙ୍କ ବଡ଼ ବୟାନ

June 7, 2026

ମାନପୁରରେ ବରିଷ୍ଠ ନାଗରିକ ସଂଘର ସାଧାରଣ ସଭା ଅନୁଷ୍ଠିତ

June 7, 2026

ମୋଦି ସରକାରଙ୍କୁ ଘେରିବା ପାଇଁ ପ୍ରସ୍ତୁତ ଇଣ୍ଡିଆ ମେଣ୍ଟ!: ଆସନ୍ତାକାଲି ବୈଠକରେ ଯୋଗଦେବେ ୨୩ଟି ଦଳ

June 7, 2026
Latest News

ଝାଡ଼ପଡାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

INDIA ମେଣ୍ଟରୁ AAPର ଦୂରତା! ଦିଲ୍ଲୀ ବୈଠକ ପୂର୍ବରୁ ସଞ୍ଜୟ ସିଂହଙ୍କ ବଡ଼ ବୟାନ

June 7, 2026

ମାନପୁରରେ ବରିଷ୍ଠ ନାଗରିକ ସଂଘର ସାଧାରଣ ସଭା ଅନୁଷ୍ଠିତ

June 7, 2026

‘ମୁଖ୍ୟମନ୍ତ୍ରୀ ଟ୍ରଫି’ ଜରିଆରେ ଗ୍ରାମାଞ୍ଚଳରୁ ବଛାଯିବେ ଉଦୀୟମାନ ପ୍ରତିଭା

June 7, 2026

ମୋଦି ସରକାରଙ୍କୁ ଘେରିବା ପାଇଁ ପ୍ରସ୍ତୁତ ଇଣ୍ଡିଆ ମେଣ୍ଟ!: ଆସନ୍ତାକାଲି ବୈଠକରେ ଯୋଗଦେବେ ୨୩ଟି ଦଳ

June 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.