Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଣିପୁରରେ ଏନକାଉଣ୍ଟର, ୧୦ ମାଓବାଦୀ ନିହତ
ଆଜିର ଖବର

ମଣିପୁରରେ ଏନକାଉଣ୍ଟର, ୧୦ ମାଓବାଦୀ ନିହତ

November 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସୋମବାର ଦିନ ମଣିପୁରର ଜିରିବାମ ଜିଲ୍ଲାରେ ସୁରକ୍ଷା ବାହିନୀ ସହିତ ହୋଇଥିବା ଏନକାଉଣ୍ଟରରେ ୧୦ ଜଣ ମାଓବାଦୀ ନିହତ ହୋଇଥିଲେ। ପୋଲିସର ସୂଚନାନୁସାରେ, ଅପରାହ୍ନ ପ୍ରାୟ ସାଢେ ୩ ଟାରେ ସଶସ୍ତ୍ର ମାଓବାଦୀମାନେ ଜାକୁରଧୋରସ୍ଥିତ CRPF ପୋଷ୍ଟ ଏବଂ ନିକଟସ୍ଥ ବୋରୋବେକରା ପୋଲିସ ଷ୍ଟେସନ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣ ପରେ ସୁରକ୍ଷା ବାହିନୀ ଏହାର ପ୍ରତିଶୋଧ ନେଇଥିଲେ ଯେଉଁଥିରେ ୪୫ ମିନିଟ୍ ପର୍ଯ୍ୟନ୍ତ ଗୁଳିବିନିମୟ ହୋଇଥିଲା। ଯେଉଁଥିରେ ୧୦ ମାଓବାଦୀ ନିହତ ହୋଇଥିଲେ। ଏହି ସମୟରେ CRPF କନଷ୍ଟେବଳ ସଞ୍ଜୀବ କୁମାରଙ୍କୁ ଗୁଳି ଲାଗିବାରୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏନକାଉଣ୍ଟରରେ ନିହତ ହୋଇଥିବା ଆତଙ୍କବାଦୀଙ୍କଠାରୁ ସୁରକ୍ଷା ବାହିନୀ ଅନେକ ମାରାତ୍ମକ ଅସ୍ତ୍ର ଉଦ୍ଧାର କରିଛି, ଯେଉଁଥିରେ ରାଇଫଲ, INSAS, RPG ଏବଂ ପମ୍ପ ଆକ୍ସନ୍ ଗନ ରହିଛି।

ଏନକାଉଣ୍ଟର ପରେ ପୋଲିସ ଏହି ମାମଲାରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅଧିକାରୀଙ୍କ କହିବାନୁସାରେ, ପୋଲିସ ଷ୍ଟେସନ ପରିସରରେ ନିର୍ମିତ ରିଲିଫ କ୍ୟାମ୍ପରେ ରହୁଥିବା ୫ ଜଣ ନିଖୋଜ ଅଛନ୍ତି ଏବଂ ସେମାନଙ୍କର ତଲାସୀ ଚାଲିଛି। ମଣିପୁରର ଜିରିବାମରେ ବଢୁଥିବା ହିଂସା ମାମଲାକୁ ନେଇ ଏହି ପରିସ୍ଥିତି ଚିନ୍ତା ବଢାଉଛି। ସ୍ଥାନୀୟ ସମ୍ପ୍ରଦାୟ ମଧ୍ୟରେ ଚାଲିଥିବା ବିବାଦ ଏବଂ ଅସୁରକ୍ଷିତ ପରିସ୍ଥିତି ଲାଗିର ରହିଛି।

manipur Manipur Violence
Share. Facebook Twitter LinkedIn Email WhatsApp Copy Link

Related Posts

କୋଟି କୋଟି LPG ଗ୍ରାହକଙ୍କ ପାଇଁ ବଡ଼ ଖବର: ଅକ୍ଟୋବର 1 ରୁ ପରିବର୍ତ୍ତନ ହେବ  ଏହି ନିୟମ 

September 20, 2026

ଜିଓ ହୋମ୍ ବ୍ରଡ଼ବ୍ୟାଣ୍ଡରେ ଏକ ବର୍ଷ ପାଇଁ ମାଗଣା ଆମାଜନ ପ୍ରାଇମ ଲାଇଟ

September 20, 2026

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026
Latest News

କୋଟି କୋଟି LPG ଗ୍ରାହକଙ୍କ ପାଇଁ ବଡ଼ ଖବର: ଅକ୍ଟୋବର 1 ରୁ ପରିବର୍ତ୍ତନ ହେବ  ଏହି ନିୟମ 

September 20, 2026

ଜିଓ ହୋମ୍ ବ୍ରଡ଼ବ୍ୟାଣ୍ଡରେ ଏକ ବର୍ଷ ପାଇଁ ମାଗଣା ଆମାଜନ ପ୍ରାଇମ ଲାଇଟ

September 20, 2026

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.