Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମରିସସ୍ ର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀଙ୍କୁ ଭାରତ ଗସ୍ତରେ ଆସିବାକୁ ନିମନ୍ତ୍ରଣ ଦେଲେ ପିଏମ ମୋଦୀ
ଆଜିର ଖବର

ମରିସସ୍ ର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀଙ୍କୁ ଭାରତ ଗସ୍ତରେ ଆସିବାକୁ ନିମନ୍ତ୍ରଣ ଦେଲେ ପିଏମ ମୋଦୀ

November 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡ. ନବୀନଚନ୍ଦ୍ର ରାମଗୁଲାମଙ୍କ ସହ କଥା ହୋଇ ସାଧାରଣ ନିର୍ବାଚନରେ ଐତିହାସିକ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ତାଙ୍କର ନୂଆ କାର୍ଯ୍ୟକାଳର ସଫଳତା କାମନା କରିଛନ୍ତି ଏବଂ ମରିସସ୍‌ର ବନ୍ଧୁତ୍ୱପୂର୍ଣ୍ଣ ଲୋକମାନଙ୍କ ଉନ୍ନତି ତଥା ସମୃଦ୍ଧି ପାଇଁ ସମର୍ଥନ କରିବାକୁ ଭାରତ ପ୍ରତିବଦ୍ଧ ବୋଲି କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀ ଭାରତ ଓ ମରିସସ୍ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ପାଇଁ ବର୍ଷ ବର୍ଷ ଧରି ଡ. ରାମଗୁଲାମ ତଥା ଜାତିର ପିତା ସାର୍ ସିଉସାଗର ରାମଗୁଲାମଙ୍କ ଦ୍ୱାରା କରାଯାଇଥିବା ଯୋଗଦାନକୁ ମନେ ପକାଇଛନ୍ତି।

ଯଥାଶୀଘ୍ର ଭାରତ ଗସ୍ତରେ ଆସିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଦିଆଯାଇଥିବା ନିମନ୍ତ୍ରଣକୁ ନବନିର୍ବାଚିତ ପ୍ରଧାନମନ୍ତ୍ରୀ ରାମଗୁଲାମ ଗ୍ରହଣ କରିଛନ୍ତି।

ସ୍ୱତନ୍ତ୍ର ଏବଂ ଅନନ୍ୟ ଭାଗିଦାରୀକୁ ଅଧିକ ଗଭୀର କରିବା ସହ ଏହା ଆଗକୁ ବଢ଼ାଇବା ପାଇଁ ମିଳିତ ଭବେ କାର୍ଯ୍ୟ କରିବାକୁ ଉଭୟ ନେତା ସେମାନଙ୍କର ପ୍ରତିବଦ୍ଧତାକୁ ନିଶ୍ଚିତ କରିଛନ୍ତି।

ଦୁଇ ନେତା ଯୋଗାଯୋଗରେ ରହିବାକୁ ସହମତ ହୋଇଥିଲେ।

ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ ମୋଦୀ ଭାରତ ଗସ୍ତ ମରିସସ୍
Share. Facebook Twitter LinkedIn Email WhatsApp Copy Link

Related Posts

‘ମିଛ କହିବାର ସ୍ଥାନ ନୁହେଁ ଲାଲକିଲ୍ଲା’: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଖିଳେଶ ଯାଦବଙ୍କ କଟାକ୍ଷ

August 15, 2026

“ଭାରତ ମାତା କି ଜୟ” ସ୍ଲୋଗାନରେ ପ୍ରତିଧ୍ୱନିତ ହେଲା ଇସଲାମାବାଦ

August 15, 2026

MMDR ସଂଶୋଧନ ବିଲ ବାତିଲ ପାଇଁ ସିପିଆଇ (ଏମଏଲ) ର ଆହ୍ୱାନ

August 15, 2026

“୯୯% ସରକାରୀ ଚାକିରିରେ ଦୁର୍ନୀତି”: ଅଭିଯୋଗ ସହ ବାବା ରାମଦେବଙ୍କ ଚେତାବନୀ

August 15, 2026
Latest News

‘ମିଛ କହିବାର ସ୍ଥାନ ନୁହେଁ ଲାଲକିଲ୍ଲା’: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଖିଳେଶ ଯାଦବଙ୍କ କଟାକ୍ଷ

August 15, 2026

“ଭାରତ ମାତା କି ଜୟ” ସ୍ଲୋଗାନରେ ପ୍ରତିଧ୍ୱନିତ ହେଲା ଇସଲାମାବାଦ

August 15, 2026

MMDR ସଂଶୋଧନ ବିଲ ବାତିଲ ପାଇଁ ସିପିଆଇ (ଏମଏଲ) ର ଆହ୍ୱାନ

August 15, 2026

“୯୯% ସରକାରୀ ଚାକିରିରେ ଦୁର୍ନୀତି”: ଅଭିଯୋଗ ସହ ବାବା ରାମଦେବଙ୍କ ଚେତାବନୀ

August 15, 2026

ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.