Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଦ୍ଧବ ଠାକରେଙ୍କ ବ୍ୟାଗ କାହିଁକି ଯାଞ୍ଚ ହେଲା?: କାରଣ କହିଲେ ନିର୍ବାଚନ ଆୟୋଗ
ଆଜିର ଖବର

ଉଦ୍ଧବ ଠାକରେଙ୍କ ବ୍ୟାଗ କାହିଁକି ଯାଞ୍ଚ ହେଲା?: କାରଣ କହିଲେ ନିର୍ବାଚନ ଆୟୋଗ

November 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ସମୟରେ ଶିବସେନା (ୟୁବିଟି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବ୍ୟାଗ ଯାଞ୍ଚ ମାମଲାର ଚର୍ଚ୍ଚା ବୃଦ୍ଧି ପାଇଛି। ମହାରାଷ୍ଟ୍ରର ୟବତମାଲ ଜିଲ୍ଲାର ୱାନି ହେଲିପ୍ୟାଡରେ ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବ୍ୟାଗ ଯାଞ୍ଚକୁ ନେଇ ଚାଲିଥିବା ରାଜନୈତିକ ବିବାଦକୁ ନେଇ ନିର୍ବାଚନ ଆୟୋଗ ପ୍ରତିକ୍ରିୟା ରଖିଛନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ନିର୍ବାଚନ ଆୟୋଗଙ୍କ ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ ଯେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ସମସ୍ତ SOP ଅନୁସରଣ କରାଯାଇଥିଲା।

ଆଦର୍ଶ ଆଚରଣ ସଂହିତା (MCC) ସହିତ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଉପହାର ଏବଂ ନଗଦ ଅର୍ଥ ବଣ୍ଟନକୁ ରୋକିବା ପାଇଁ ନିର୍ବାଚନ ଅଧିକାରୀମାନେ ନିୟମିତ ଭାବରେ ଯାଞ୍ଚ କରନ୍ତି। ଏହି ପ୍ରରିପ୍ରେକ୍ଷୀରେ ଉଦ୍ଧବ ଠାକରେଙ୍କ ବ୍ୟାଗ ଯାଞ୍ଚ କରାଯାଇଥିଲା। ଯାହାର ଭିଡ଼ିଓ ମଧ୍ୟ ସାମାଜିକ ଗଣମାଧ୍ୟାମରେ ଘୁରିବୁଲୁଛି। ତେବେ ଏହି ଘଟଣା ପରେ ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ବାକ ଯୁଦ୍ଧ ଆରମ୍ଭ ହୋଇଯାଇଛି। ନିର୍ବାଚନ ଆୟୋଗ ଭିଡିଓରେ ନିର୍ବାଚନ ଅଧିକାରୀଙ୍କୁ ଉଦ୍ଧବ ପଚାରୁଛନ୍ତି କି ସେମାନେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ତାଙ୍କ ପ୍ରତିନିଧୀ ଦେବେନ୍ଦ୍ର ଫଡନାଭିସ୍ ଏବଂ ଅଜିତ ପାୱାରଙ୍କ ବ୍ୟାଗ ଯାଞ୍ଚ କରିଛନ୍ତି କି? ସେ ମଧ୍ୟ ଅଧିକାରୀମାନଙ୍କୁ ପଚାରିଥିବାରୁ ଶୁଣିବାକୁ ମିଳେ ଯେ, ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ମହାରାଷ୍ଟ୍ରକୁ ନିର୍ବାଚନ ସମାବେଶକୁ ଆସିବା ସମୟରେ ବ୍ୟାଗ ଯାଞ୍ଚ କରୁଛନ୍ତି କି?

Elections 2024 Maharashtra Assembly Election 2024 Maharashtra Election 2024 Maharashtra Vidhan Sabha Chunav 2024 Uddhav Thackeray
Share. Facebook Twitter LinkedIn Email WhatsApp Copy Link

Related Posts

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025
Latest News

ପୁନରୁଦ୍ଧାର ହେବ ଭାଗବତ ଟୁଙ୍ଗି, ଘରେ ଘରେ ପହଞ୍ଚିବ ଭାଗବତ: ମୁଖ୍ୟମନ୍ତ୍ରୀ

October 5, 2025

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.