Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଜାତୀୟ ଶିକ୍ଷା ଦିବସ ପାଳିତ
ଆଜିର ଖବର

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଜାତୀୟ ଶିକ୍ଷା ଦିବସ ପାଳିତ

November 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଶିକ୍ଷା ସବୁଠାରୁ ବଡ଼ ସାଧନ, ବଡ ମାଧ୍ୟମ। ଶିକ୍ଷାକୁ ମାଧ୍ୟମ କରି ବିଶ୍ୱଶାନ୍ତି ପ୍ରତିଷ୍ଠା ସହ ଆନ୍ତର୍ଜାତିକ ବୁଝାମଣା, ମହାକାଶ ଗବେଷଣା, ଦାରିଦ୍ର୍ୟ ଦୂରୀକରଣ ସହ ବିକାଶ ଓ ପ୍ରଗତି ସମ୍ଭବ ବୋଲି ଆଜି ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଆୟୋଜିତ ଜାତୀୟ ଶିକ୍ଷା ଦିବସ ଉସ୍ତବରେ ମତ ପ୍ରକାଶ ପାଇଛି।

ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମୌଲାନା ଆବୁଲ କାଲାମଙ୍କ ଜୟନ୍ତୀକୁ ‘ଜାତୀୟ ଶିକ୍ଷା ଦିବସ’ ଭାବେ ସାରା ଭାରତରେ ଆଜି ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ପ୍ରତିଷ୍ଠାନର ପ୍ରେକ୍ଷାଳୟରେ ଅଧ୍ୟକ୍ଷ ପ୍ରଫେସର ପ୍ରକାଶ ଚନ୍ଦ୍ର ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଭବ୍ୟ ଉସ୍ତବରେ ଭୋପାଳରୁ ଆସିଥିବା ବରିଷ୍ଠ ଶିକ୍ଷାବିତ୍ ପ୍ରଫେସର ଅନୀଲ କୁମାର, ଏନ.ସି.ଈ.ଆର.ଟି.ର ପୁର୍ବତନ ନିର୍ଦ୍ଦେଶକ ପ୍ରଫେସର ହୃଷୀକେଶ ସେନାପତି ଓ ପ୍ରତିଷ୍ଠାନର ଡ଼ିନ ପ୍ରଫେସର ମାନସୀ ଗୋସ୍ୱାମୀ ଶିକ୍ଷାର ଆଭିମୁଖ୍ୟ ଓ ଆବଶ୍ୟକତା ଉପରେ ଆଲୋକପାତକରି ଏହା କିଭଳି ବ୍ୟକ୍ତିରୁ ବ୍ୟକ୍ତିତ୍ୱକୁ ବିକଶିତ କରିବାରେ ସହାୟକ ହୁଏ ତାହାର ଦୃଷ୍ଟାନ୍ତ ବୁଝାଇଥିଲେ। ପ୍ରଫେସର ଲକ୍ଷ୍ମୀଧର ବେହେରାଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ବିଦ୍ୟାର୍ଥୀଗଣ ସରସ୍ୱତୀ ବନ୍ଦନା ପରିବେଷଣ କରିଥିବାବେଳେ ଡାଃ କଳିଙ୍ଗ କେତକୀ ଧନ୍ୟବାଦ ଦେଇଥିଲେ।

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଜାତୀୟ ଶିକ୍ଷା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

୫୭ ବର୍ଷ ବୟସରେ ପଦାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ: ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 26, 2026

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026

ବିଜେପିର ରାଜନୈତିକ ଗଣନାକୁ ବିଚଳିତ କରିପାରେ ନୀତିଶ କୁମାରଙ୍କ ନିଷ୍ପତ୍ତି!; ବିରୋଧୀ ଦଳ ମଧ୍ୟ ସତର୍କ

June 26, 2026

ପ୍ରଥମ ଟି-୨୦ରେ ଇତିହାସ ରଚିବେ ବୈଭବ ସୂର୍ଯ୍ୟବଂଶୀ: ଡେବ୍ୟୁ ମ୍ୟାଚରେ କରିବେ ୬ଟି ବଡ଼ ରେକର୍ଡ

June 26, 2026
Latest News

୫୭ ବର୍ଷ ବୟସରେ ପଦାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ: ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 26, 2026

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026

ବିଜେପିର ରାଜନୈତିକ ଗଣନାକୁ ବିଚଳିତ କରିପାରେ ନୀତିଶ କୁମାରଙ୍କ ନିଷ୍ପତ୍ତି!; ବିରୋଧୀ ଦଳ ମଧ୍ୟ ସତର୍କ

June 26, 2026

ପ୍ରଥମ ଟି-୨୦ରେ ଇତିହାସ ରଚିବେ ବୈଭବ ସୂର୍ଯ୍ୟବଂଶୀ: ଡେବ୍ୟୁ ମ୍ୟାଚରେ କରିବେ ୬ଟି ବଡ଼ ରେକର୍ଡ

June 26, 2026

ବାଲି ମାଫିଆଙ୍କ ଦବଙ୍ଗଗିରି! ପୁଲିସ ସାମ୍ନାରେ ତହସିଲଦାରଙ୍କୁ ଧମକ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.