Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଆଇବି ଓ ସିବିସି ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କର୍ମଶାଳା
ଆଜିର ଖବର

ପିଆଇବି ଓ ସିବିସି ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କର୍ମଶାଳା

November 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ରସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଂଚାର ବ୍ୟୁରୋ (ସିବିସି) ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହାର ଅଂଶବିଶେଷ ସ୍ୱରୂପ, ଦୁର୍ନୀତି ନିବାରଣ ଉପରେ ଏକ ସ୍ବତନ୍ତ୍ର ଜ୍ଞାନ ବିନିମୟ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ଦୁର୍ନୀତି ନିବାରଣ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। କାର୍ଯ୍ୟସ୍ଥଳୀରେ ଅସତ୍‌ ଆଚରଣକୁ ରୋକିବା ଏବଂ ସ୍ବଚ୍ଛତା ଓ ନୈତିକ ଅଭ୍ୟାସ ଆଚରଣ କରିବା ଉପରେ ବରିଷ୍ଠ ଅଧିକାରୀମାନେ ଗୁରୁତ୍ବାରୋପ କରିଥିଲେ।

କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଆଇଏଏସ ପ୍ରଦୀପ କୁମାର ବିଶ୍ବାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପିଆଇବିର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଏବଂ କେନ୍ଦ୍ରୀୟ ସଂଚାର ବ୍ୟୁରୋର ନିର୍ଦ୍ଦେଶକ ଡକ୍ଚର ଗିରିଶ ଚନ୍ଦ୍ର ଦାସ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ। ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିବାରଣ ପାଇଁ ଶପଥ ପାଠ କରିଥିଲେ।

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପିଆଇବି ଭାରତ ସରକାର ସିବିସି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Latest News

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.