Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏ ସବୁ ଜିନିଷକୁ ପର୍ସରେ ରଖିବା ଦ୍ଵାରା କେବେ ବି ହେବ ନାହିଁ ଧନର ଅଭାବ
ଆଜିର ଖବର

ଏ ସବୁ ଜିନିଷକୁ ପର୍ସରେ ରଖିବା ଦ୍ଵାରା କେବେ ବି ହେବ ନାହିଁ ଧନର ଅଭାବ

November 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଯଦି କଠିନ ପରିଶ୍ରମ କରିବା ପରେ ବି ଆପଣଙ୍କ ଜୀବନରେ ସର୍ବଦା ଧନର ଅଭାବ ରହୁଛି। ତେବେ ଆପଣ ଏକ ଉପାୟ ଦ୍ଵାରା ଏଥିରେ ମୁକ୍ତି ପାଇପାରିବେ। ଆପଙ୍କ ପର୍ସରେ ଆପଣ ଏମିତି କିଛି ଜିନିଷ ରଖନ୍ତୁ ଯଦ୍ୱାରା ଆପଣଙ୍କୁ କେବେ ବି ଧନର କମି ରହିବନି।

ତେବେ ଆସନ୍ତୁ ଜାଣିବା ପର୍ସରେ ଏମିତି କଣ ରଖିଲେ ଧନ ପ୍ରାପ୍ତି ହେବ –

୧-ଧନର ଅଭାବ ଦୂର କରିବା ପାଇଁ ଶୁକ୍ରବାର ଦିନ ପାଞ୍ଚ ଗୋମତୀ ଚକ୍ର ଓ ଏକ ହଳଦୀକୁ ନେଇ ଏକ ଲାଲ କପଡାରେ ବାନ୍ଧି ଦିଅନ୍ତୁ। ଏଇ ପୁଟୁଳିକୁ ମାତା ଲକ୍ଷ୍ମୀଙ୍କ ମୃତ୍ତି ପାଖରେ ରଖିପୂଜା କରନ୍ତୁ। ଏହାପରେ ଏହାକୁ ପର୍ସରେ ରଖି ଦିଅନ୍ତୁ। ଏହାକୁ ରଖିବା ଦ୍ଵାରା ଆପଣଙ୍କୁ କେବେ ବି ଧନର ଅଭାବ ହେବ ନାହିଁ।

୨-ହଳଦିଆ ରଙ୍ଗ ର ଏକ କପଡାରେ ପାଞ୍ଚଟି ହଳଦିଆ କଉଡି ରଖି ଏହାକୁ ଗଣ୍ଠି ବାନ୍ଧି ଦିଅନ୍ତୁ। ଏହାପରେ ଏଇ ପୋଟଳିକୁ ମାତା ଲକ୍ଷ୍ମୀ ଓ ଭଗବାନ ବିଷ୍ନୁଙ୍କ ପାଖରେ ରଖି ଏହାର ପୂଜା କରନ୍ତୁ। ଏହାପରେ ଏହାକୁ ପର୍ସରେ ରଖନ୍ତୁ। ଏହା ଦ୍ଵାରା ଆପଣଙ୍କ ଜୀବନରେ କେବେ ବି ଧନର ଅଭାବ ରହିବ ନାହିଁ।

୩-ଧଳା ରଙ୍ଗର ପଥର ଓ କମଳା ବୀଜକୁ ନେଇ କୌଣସି ଏକ ଶୁକ୍ରବାର ଦିନ ନିଜ ପର୍ସରେ ରଖନ୍ତୁ। ଏପରି କରିବା ଦ୍ଵାରା ଆପଣଙ୍କ ଜୀବନରେ ଧନ ସମ୍ବନ୍ଧୀୟ ସମସ୍ୟା ରହିବ ନାହିଁ।
ଶୁକ୍ରବାର ଦିନ ଏକ ଛୋଟ ଶ୍ରୀଯନ୍ତ୍ରର ପୂଜା କରିକି ଏହାକୁ ନିଜ ପର୍ସରେ ରଖନ୍ତୁ। ଏହାଦ୍ବାରା ଆପଣଙ୍କୁ କେବେ ବି ଧନ ର ଅଭାବ ପରିଲକ୍ଷିତ ହେବ ନାହିଁ। 

ଧନର ଅଭାବ ପର୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

May 28, 2026

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026
Latest News

ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

May 28, 2026

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.