Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»+୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ ଏବିସି ଆଇଡି
ଆଜିର ଖବର

+୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ ଏବିସି ଆଇଡି

November 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସ୍ନାତକରେ ନୂତନ ଜାତୀୟ ଶିକ୍ଷାନୀତି (ଏନ୍‌ଇପି) ଲାଗୁ ହେବାପରେ ଛାତ୍ରଛାତ୍ରୀଙ୍କ ଏକାଡେମିକ୍ ବ୍ୟାଙ୍କ୍ କ୍ରେଡିଟ୍ ବା ଏବିସି ଆଇଡି ଖୋଲିବାକୁ ପ୍ରାଥମିକତା ଦିଆଯାଇଛି। ଆସନ୍ତା ୨୫ତାରିଖ ସୁଦ୍ଧା +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଏବିସି ଆଇଡି ଖୋଲିବାକୁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦଶାଳୟ ପକ୍ଷରୁ ଉଚ୍ଚ ଶିକ୍ଷାନୁଷ୍ଠାନମାନଙ୍କୁ ମଙ୍ଗଳବାର ନିର୍ଦ୍ଦେଶ ଦିଆଯାଇଛି।

ସରଳ ଭାବେ ରାଜ୍ୟରେ ଏନ୍‌ଇପି ଲାଗୁ କରିବାକୁ ଏହା ଗୁରୁତ୍ୱପୂର୍ଣ୍ଣ ଓ ବାଧ୍ୟତାମୂଳକ ବୋଲି ଦର୍ଶାଯାଇଛି। ସମସ୍ତ ୫ଟି ଆଞ୍ଚଳିକ ଶିକ୍ଷା ନିର୍ଦ୍ଦଶାଳୟ ସେମାନଙ୍କ ଅଧିନରେ ଥିବା ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକୁ ଏନେଇ ଅବଗତ କରିଥିବା ଜଣାପଡ଼ିଛି।

ଜାତୀୟ ଶିକ୍ଷାନୀତି ସ୍ନାତକ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026
Latest News

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.