Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଡପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି : ଆଜିଠୁ ମିଳିବ ଆଡପ ଅଭଡା
ଆଜିର ଖବର

ଆଡପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି : ଆଜିଠୁ ମିଳିବ ଆଡପ ଅଭଡା

July 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରତ୍ନବେଦୀରୁ ଆସି ଜନ୍ମବେଦୀରେ ବୀଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପ୍ରଭୁ ଶ୍ରୀଜଗନ୍ନାଥ ବଡ଼ ଭାଇ ବଳଭଦ୍ର ଓ ସାନ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ମାଉସୀ ଘରେ କରୁଛନ୍ତି ଲୀଳାଖେଳା । ଏହାକୁ ଦେଖିବାକୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ପ୍ରବଳ ଭକ୍ତଙ୍କ ସମାଗମ । ଆଜିଠାରୁ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି । ସକାଳ ସାତଟାରୁ ସାହାଣମେଲା ଦର୍ଶନ କରୁଛନ୍ତି ଭକ୍ତମାନେ । ଆଜିର ସକାଳ ଧୂପରେ ଅବଢ଼ା ମିଳିବ । ଗତକାଲି ରଥାରୂଢ଼ ଶ୍ରୀଜୀଉ ଆଡ଼ପମଣ୍ଡପକୁ ବୀଜେ କରିଥିଲେ । ଶାନ୍ତି ଶୃଙ୍ଖଳାର ସହିତ ନିର୍ଦ୍ଦାରିତ ସମୟରେ ଏହି ଆଡ଼ପ ବୀଜେ ନୀତି ହୋଇଥିଲା । ଗୋଟି ପହଣ୍ଡିରେ ତିନି ଦିଅଁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିଥିଲେ । ପ୍ରଥମେ ମଦନମୋହନ ଓ ସୁଦର୍ଶନ, ପରେ ବଡ଼ଠାକୁର ବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀଜଗନ୍ନାଥଙ୍କ ଆଡ଼ପ ମଣ୍ଡପ ବିଜେ ନୀତି ସୁରୁଖରେ ସମ୍ପନ୍ନ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Latest News

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.