Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏସଆଇଆର ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ ପରିସରରେ ଦୁଇଦିନିଆ ସିଆରଟିଡିଏଚ୍ ସମ୍ମିଳନୀ ଆରମ୍ଭ
ଆଜିର ଖବର

ସିଏସଆଇଆର ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ ପରିସରରେ ଦୁଇଦିନିଆ ସିଆରଟିଡିଏଚ୍ ସମ୍ମିଳନୀ ଆରମ୍ଭ

November 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭୁବନେଶ୍ବରସ୍ଥିତ ସିଏସଆଇଆର ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ ପରିସରରେ ଦୁଇଦିନିଆ ସିଆରଟିଡିଏଚ୍ ସମ୍ମିଳନୀ ଆରମ୍ଭ ହୋଇଛି। ଭାରତ ସରକାରଙ୍କ ବିଜ୍ଞାନ ଓ ଶିଳ୍ପ ଗବେଷଣା ବିଭାଗ ପକ୍ଷରୁ ଏକକ ଗବେଷଣା ଓ ପ୍ରଯୁକ୍ତି ବିକାଶ କେନ୍ଦ୍ରଗୁଡ଼ିକ ଜରିଆରେ ଏମଏସଏମଇ ଓ ଷ୍ଟାର୍ଟଅପ୍ଗୁଡ଼ିକୁ ଭିତ୍ତିଭୂମି ସୁବିଧା, ବୈଷୟିକ ସହଯୋଗ ଏବଂ ସ୍ବତନ୍ତ୍ର ସେବା ଯୋଗାଇ ଦିଆଯାଉଛି। ଏହାକୁ ପ୍ରଦର୍ଶିତ କରିବା ଲାଗି ସିଆରଟିଡିଏଚ୍ ସମ୍ମିଳନୀ ଆରମ୍ଭ ହୋଇଛି।

ସାରା ଦେଶରେ ବର୍ତ୍ତମାନ ୧୮ଟି ଏକକ ଗବେଷଣା ଓ ପ୍ରଯୁକ୍ତି ବିକାଶ କେନ୍ଦ୍ର ରହିଛି। ଏସବୁ ଭାରତକୁ ବିଶ୍ବସ୍ତରୀୟ ଶିଳ୍ପ ଓ ନବଉନ୍ମେଷ କେନ୍ଦ୍ରରେ ପରିଣତ କରିବା ଲାଗି ଏମଏସଏମଇ ଓ ଷ୍ଟାର୍ଟଅପ୍ଗୁଡ଼ିକୁ ଆବଶ୍ୟକ ସହଯୋଗ ଯୋଗାଇ ଦେଉଛନ୍ତି। ଏ ସଂପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସମ୍ମିଳନୀ ଆୟୋଜନ କରାଯାଇଛି। କାର୍ଯ୍ୟକ୍ରମରେ ବିଜ୍ଞାନ ଓ ଶିଳ୍ପ ଗବେଷଣା ବିଭାଗର ବରିଷ୍ଠ ଅଧିକାରୀ ଓ ବିଶେଷଜ୍ଞମାନେ ଯୋଗ ଦେଇଛନ୍ତି।

ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ ଭାରତ ସରକାର ଭୁବନେଶ୍ବର ସିଏସଆଇଆର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025
Latest News

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025

ରାଜ୍ୟ ମନ୍ତ୍ରୀମଣ୍ଡଳ ସଂପ୍ରାସରଣ ଚର୍ଚ୍ଚା ଭିତରେ ଦିଲ୍ଲୀ କାହିଁକି ଗଲେ ବିଜେପି ସଭାପତି ମନମୋହନ ସାମଲ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.