Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଦାନ୍ତ ବିଶ୍ବବିଦ୍ୟାଳୟ ପାଇଁ ଅଧିଗୃହୀତ ସରକାରୀ ଜମି ସରକାରୀ ଖାତାକୁ ଫେରିବ: ପୁରୀ ଜିଲ୍ଲାପାଳ
ଆଜିର ଖବର

ବେଦାନ୍ତ ବିଶ୍ବବିଦ୍ୟାଳୟ ପାଇଁ ଅଧିଗୃହୀତ ସରକାରୀ ଜମି ସରକାରୀ ଖାତାକୁ ଫେରିବ: ପୁରୀ ଜିଲ୍ଲାପାଳ

November 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ପୁରୀରେ ବେଦାନ୍ତ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଅଧିଗ୍ରହଣ କରାଯାଇଥିବା ଜମି ଫେରସ୍ତ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଅଧିଗୃହୀତ ସମସ୍ତ ସରକାରୀ ଜମି ସରକାରୀ ଖାତାକୁ ଶୀଘ୍ର ଫେରିବ ବୋଲି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବେଦାନ୍ତ ପାଇଁ ଅଧିଗ୍ରହଣ କରାଯାଇଥିବା ଚାଷ ଜମିକୁ ମଧ୍ୟ ଚାଷୀମାନଙ୍କୁ ଫେରାଇ ଦିଆଯିବ। ଏଥିପାଇଁ ସେମାନଙ୍କୁ ରେଜିଷ୍ଟ୍ରେସନ ଫି ଦେବାକୁ ପଡିବ ନାହିଁ।

ତେବେ ଜମି ପ୍ରତିବଦଳରେ ନେଇଥିବା କ୍ଷତିପୁରଣ ରାଶି ସେମାନଙ୍କୁ ଫେରାଇବାକୁ ପଡିବ। ରେକର୍ଡ ସଂଶୋଧନ କରାଯାଇ ଚାଷୀଙ୍କୁ ପୁନର୍ବାର ପଟ୍ଟା ସହ ଜମିର ଦଖଲ ଦିଆଯିବ। ଦିନେ ଦୁଇଦିନ ମଧ୍ୟରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ଅନିଲ ଅଗ୍ରୱାଲ ଫାଉଣ୍ଡେସନ ପାଇଁ ସରକାର ମୋଟ ୩ ହଜାର ୩୪୨ ଦଶମିକ ୫୩ ଏକର ଘରୋଇ ଜମି ଅଧିଗ୍ରହଣ କରିଥିଲେ। ବେଦାନ୍ତକୁ ଲିଜ ଦିଆଯାଇଥିବା ୪୯୪ ଦଶମିକ ୯୮ ଏକର ସରକାରୀ ଜମି ପୁଣି ସରକାରୀ ଖାତାକୁ ଫେରାଇ ଅଣାଯିବ। ପାଖାପାଖି ୬ ହଜାର ଚାଷୀ ସେମାନଙ୍କ ଜମି ଫେରସ୍ତ ପାଇବେ ବୋଲି ଜିଲ୍ଲାପାଳ କହିଛନ୍ତି।

ପୁରୀ ଜିଲ୍ଲାପାଳ ବେଦାନ୍ତ ବିଶ୍ବବିଦ୍ୟାଳୟ ସିଦ୍ଧାର୍ଥ ଶଙ୍କର ସ୍ବାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ନେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026

30 Years of Nifty50: ଏନଏସଇ ପକ୍ଷରୁ ନିଫ୍ଟି ୫୦ର ୩୦ ବର୍ଷ ପୂର୍ତି ପାଳନ

March 11, 2026

ପ୍ରଥମ ଦିନିକିଆରେ ପାକିସ୍ତାନର ଲଜ୍ଜାଜନକ ପ୍ରଦର୍ଶନ: ମାତ୍ର ୧୬ ଓଭରରେ ଜିତିଲା ବାଂଲାଦେଶ

March 11, 2026
Latest News

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ନେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026

30 Years of Nifty50: ଏନଏସଇ ପକ୍ଷରୁ ନିଫ୍ଟି ୫୦ର ୩୦ ବର୍ଷ ପୂର୍ତି ପାଳନ

March 11, 2026

ପ୍ରଥମ ଦିନିକିଆରେ ପାକିସ୍ତାନର ଲଜ୍ଜାଜନକ ପ୍ରଦର୍ଶନ: ମାତ୍ର ୧୬ ଓଭରରେ ଜିତିଲା ବାଂଲାଦେଶ

March 11, 2026

ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆ ପାଇଁ ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ ନେଲେ ଏହି ପଦକ୍ଷେପ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.