Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିୟନ୍ତ୍ରଣ ରେଖାରେ ପାକ୍‌ର ଅସ୍ତ୍ରବିରତି ଉଲ୍ଲଂଘନ : 2 ଯବାନ ଆହତ
ଆଜିର ଖବର

ନିୟନ୍ତ୍ରଣ ରେଖାରେ ପାକ୍‌ର ଅସ୍ତ୍ରବିରତି ଉଲ୍ଲଂଘନ : 2 ଯବାନ ଆହତ

July 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ନକ୍ସଲ
ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

ଜମ୍ମୁ କାଶ୍ମୀରର ରଜୌରୀ ଅଞ୍ଚଳରେ ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି । ରଜୌରୀ ନିୟନ୍ତ୍ରଣ ରେଖା ନିକଟରେ ଶୁକ୍ରବାର ରାତି 9ଟା ପରେ ମୋର୍ଟାର ଏବଂ ଗୁଳିମାଡ କରାଯାଇଥିଲା । ଗୁଳିମାଡରେ ଦୁଇ ଜଣ ଯବାନ ଆହତ ହୋଇଥିବା ନେଇ ସେନା ପକ୍ଷରୁ ଶନିବାର ସୂଚନା ପ୍ରଦାନ କରାଯାଇଥିଲା । ନଶ୍ବେରା ଅଞ୍ଚଳର ରୋମାଲି ଧାରା ଅଞ୍ଚଳରେ ଏହି ଆକ୍ରମଣ ହୋଇଥିଲା । ଏହାପରେ ସେନା ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା । ଶୁକ୍ରବାର ରାତି 10.30 ପର୍ଯ୍ୟନ୍ତ ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳି ଚାଳନା ଲାଗି ରହିଥିଲା । ଉଭୟ ଆହତ ଯବାନଙ୍କୁ ମିଲିଟାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ

May 5, 2026

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026
Latest News

କେବଳ ଥାଲାପତି ବିଜୟ ନୁହଁନ୍ତି, ରାଜନୀତିରେ ଏହି ୫ ଦକ୍ଷିଣ ସୁପରଷ୍ଟାର ମଧ୍ୟ ଦେଖାଇଛନ୍ତି ଜଲୱା

May 5, 2026

ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ

May 5, 2026

ଆଜି ମଙ୍ଗଳବାର ମେ ୫ ତାରିଖରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ମାଲେମାଲ୍

May 5, 2026

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.