Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଦାନ୍ତ ଜମି ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ ପୁରୀ ଜିଲ୍ଲାପାଳ?
ଆଜିର ଖବର

ବେଦାନ୍ତ ଜମି ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ ପୁରୀ ଜିଲ୍ଲାପାଳ?

November 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ବେଦାନ୍ତ ଜମି ପ୍ରସଙ୍ଗକୁ ନେଇ ଆଜି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରତିକ୍ରିୟା ରଖିଥିବା ବେଳେ ସମସ୍ତ ସରକାରୀ ଜମି ସରକାରୀ ଖାତାକୁ ଫେରିବା ନେଇ ମତ ରଖିଛନ୍ତି।ସେହିପରି ଚାଷୀ ମାଙ୍କର ଥିବା ବ୍ୟକ୍ତିଗତ ଜମି ସେମାନଙ୍କ ନାମ କୁ ଫେରିବା ନେଇ କୌଣସି ରେଜିଷ୍ଟ୍ରେସନ ଖର୍ଚ୍ଚ ଦେବାକୁ ପଡିବ ନାହିଁ। ପୁରୀରେ ବେଦାନ୍ତ ବିଶ୍ବବିଦ୍ୟାଳୟ ପାଇଁ ଚାଷୀ ମାନଙ୍କ ଠାରୁ ନିଆ ଜାଇଥିବା ଜମି ଫେରିପାଇବେ ଚାଷୀ।

ତେବେ ଜମି ପ୍ରତି ବଦଳରେ ଚାଷୀମାନେ ନେଇଥିବା କ୍ଷତିପୂରଣ ରାଶି ଫେରାଇବେ। ଅଧିଗ୍ରହଣ ହୋଇଥିବା ଜମିର ସତ୍ତ୍ବ ବା ରେକର୍ଡ଼ ସଂଶୋଧନ କରାଯାଇ ଚାଷୀଙ୍କୁ ପଟ୍ଟା ଓ ଜମି ଦଖଲ ଦିଆଯିବ। ସେହିଭଳି ବେଦାନ୍ତକୁ ଲିଜ୍ ଦିଆଯାଇଥିବା ସରକାରୀ ଜମି ସରକାରୀ ଖାତାକୁ ଫେରାଇ ଅଣାଯିବ। ଦିନେ ଦୁଇ ଦିନ ଭିତରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ।

ଅନୀଲ ଅଗ୍ରୱାଲ ଫାଉଣ୍ଡେସନ ପାଇଁ ମୋଟ ୩୩୪୨. ୫୩ ଏକର ଘରୋଇ ଜମି ଅଧିଗ୍ରହଣ କରିଥିଲେ ସରକାର। ଏଥିରେ ପାଖାପାଖି ୬ ହଜାର ଜମିହରା ଚାଷୀଙ୍କୁ ଚିହ୍ନଟ କରି ସେମାନଙ୍କ ଜମି ଫେରସ୍ତ କରାଯିବ।

ସେହିପରି ବେଦାନ୍ତକୁ ଲିଜ ଦିଆଯାଇଥିବା ୪୯୪.୯୮ ଏକର ସରକାରୀ ଜମି ପୁଣି ସରକାରୀ ଖାତାକୁ ଫେରାଇ ଆଣିବେ ସରକାର।

ପୁରୀ ପୁରୀ ଜିଲ୍ଲାପାଳ ବେଦାନ୍ତ ବେଦାନ୍ତ ବିଶ୍ବବିଦ୍ୟାଳୟ ସିଦ୍ଧାର୍ଥ ଶଙ୍କର ସ୍ବାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ନେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026

30 Years of Nifty50: ଏନଏସଇ ପକ୍ଷରୁ ନିଫ୍ଟି ୫୦ର ୩୦ ବର୍ଷ ପୂର୍ତି ପାଳନ

March 11, 2026

ପ୍ରଥମ ଦିନିକିଆରେ ପାକିସ୍ତାନର ଲଜ୍ଜାଜନକ ପ୍ରଦର୍ଶନ: ମାତ୍ର ୧୬ ଓଭରରେ ଜିତିଲା ବାଂଲାଦେଶ

March 11, 2026
Latest News

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ନେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026

30 Years of Nifty50: ଏନଏସଇ ପକ୍ଷରୁ ନିଫ୍ଟି ୫୦ର ୩୦ ବର୍ଷ ପୂର୍ତି ପାଳନ

March 11, 2026

ପ୍ରଥମ ଦିନିକିଆରେ ପାକିସ୍ତାନର ଲଜ୍ଜାଜନକ ପ୍ରଦର୍ଶନ: ମାତ୍ର ୧୬ ଓଭରରେ ଜିତିଲା ବାଂଲାଦେଶ

March 11, 2026

ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆ ପାଇଁ ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ ନେଲେ ଏହି ପଦକ୍ଷେପ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.