Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫନି ପ୍ରଭାବିତ ଓଡିଶାକୁ ହଂକଂ ସରକାରଙ୍କ 9 ଲକ୍ଷ ଡଲାର ସହାୟତା
ଆଜିର ଖବର

ଫନି ପ୍ରଭାବିତ ଓଡିଶାକୁ ହଂକଂ ସରକାରଙ୍କ 9 ଲକ୍ଷ ଡଲାର ସହାୟତା

July 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଫନି ପ୍ରଭାବିତ ଓଡିଶାକୁ ହଂକଂ ସରକାରଙ୍କ 9 ଲକ୍ଷ ଡଲାର ସହାୟତା
ଫନି ପ୍ରଭାବିତ ଓଡିଶାକୁ ହଂକଂ ସରକାରଙ୍କ 9 ଲକ୍ଷ ଡଲାର ସହାୟତା

ବାତ୍ୟା ‘ଫନି’ ପ୍ରଭାବିତ ଓଡ଼ିଶାକୁ ହଂକଂ ସରକାର 9 ଲକ୍ଷ ଡଲାରର ସହାୟତା ଦେବାକୁ ଘୋଷଣା କରିଛନ୍ତି । ଏହା ଦ୍ୱାରା 45100 ବାତ୍ୟା ପୀଡ଼ିତ ଉପକୃତ ହେବେ ବୋଲି ଚୀନ୍‌ର ସରକାରୀ ଗଣମାଧ୍ୟମ ପକ୍ଷରୁ କୁହାଯାଇଛି । ହଂକଂ ମୋଟ 9 ଲକ୍ଷ 2 ହଜାର 278 ଡଲାର ଅର୍ଥ ଦେବ । ହଂକଂର ବିପର୍ଯ୍ୟୟ ରିଲିଫ୍ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ । ତିନୋଟି ରିଲିଫ୍‌ ଏଜେନ୍ସୀ ସହାୟତାରେ ଏହି ଅର୍ଥ ଓଡ଼ିଶାର ‘ଫନି’ କ୍ଷତିଗ୍ରସ୍ତଙ୍କ ପାଖରେ ପହଞ୍ଚିବ ବୋଲି ହଂକଂ ସ୍ପେଶାଲ୍ ଆଡ୍‌ମିନିଷ୍ଟ୍ରେଟିଭ୍‌ ରିଜିଅନ୍ (ଏଚ୍‌କେଏସ୍‌ଏଆର୍‌)ର ଜଣେ ମୁଖପାତ୍ର କହିଛନ୍ତି । ବାତ୍ୟା ପୀଡ଼ିତଙ୍କୁ ଏହି ଅର୍ଥ ରାଶି ଦେବାକୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Latest News

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.