ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନାଇଜରେିଆର ମରାଠୀ ସମ୍ପ୍ରଦାୟକୁ ସେମାନଙ୍କର ସଂସ୍କୃତି ସହ ଜଡିତ ରହିଥିବାରୁ ପ୍ରଶଂସା କରିଥିଲେ। ମରାଠୀ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦିଆଯିବା ଉପରେ ନାଇଜେରିଆର ମରାଠୀ ସମ୍ପ୍ରଦାୟ ପକ୍ଷରୁ ଖୁସି ବ୍ୟକ୍ତ କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ଏହି ପ୍ରଶଂସା କରିଥିଲେ।
ଏକ୍ସରେ ଏକ ପୋଷ୍ଟରେ ସେ ଲଖେିଛନ୍ତି :
“ନାଇଜେରିଆରେ ମରାଠୀ ସମ୍ପ୍ରଦାୟ ମରାଠୀ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦିଆଯିବା ଉପରେ ଆନନ୍ଦ ପ୍ରକାଶ କରିଥିଲେ । ସେମାନେ କିପରି ସେମାନଙ୍କର ସଂସ୍କୃତି ସହିତ ଜଡିତ ରହିଛନ୍ତି, ତାହା ପ୍ରକୃତରେ ପ୍ରଶଂସନୀୟ।”
In Nigeria, the Marathi community expressed joy at Marathi being conferred the status of a Classical Language. It is truly commendable how they remain connected to their culture and roots. pic.twitter.com/hVDVykAGi2
— Narendra Modi (@narendramodi) November 16, 2024