Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର: ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଗ୍ରାମବାସୀ
ଆଜିର ଖବର

ବାଣପୁର: ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଗ୍ରାମବାସୀ

November 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ମଠପାଟଣାର ବିଭୁତି ଭୂଷଣ ପଟ୍ଟଯୋଶୀ (୬୨) ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି।  ଯାହାକୁ ନେଇ ଉତ୍ୟକ୍ତ ଗ୍ରାମବାସୀ ୧୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି।

ସୂଚନା ମୁତାବକ ଆଜି ଅପରାହ୍ନରେ ବିଭୁତି ନିଜ ଦୋକାନକୁ ଯାଉଥିବା ବେଳେ ହଠାତ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ କ୍ଷିପ୍ର ଗତିରେ ଯାଉଥିବା ଏକ କାର ଉକ୍ତ ଛକ ନିକଟସ୍ଥ ତାରିଣୀ ମନ୍ଦିର ସମ୍ମୁଖରେ ବିଭୁତିଙ୍କୁ ଶକ୍ତ ଧକ୍କା ଦେଇଥିଲା। ଫଳରେ ବିଭୁତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

ତେବେ ଏଥିରେ ଉତ୍ୟକ୍ତ ହୋଇ ଶତାଧିକ ଗ୍ରାମବାସୀ ଟାୟାର ଜାଳି ଜାତୀୟ ରାଜପଥ ଅବରୋଧ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ଏବଂ ଉକ୍ତ ସ୍ଥାନରେ ଓଭରବ୍ରିଜ ନିର୍ମାଣ ପାଇଁ ଦାବି କରିଛନ୍ତି। ଖବର ପାଇ ଦୁର୍ଘଟଣାସ୍ଥଳରେ ବାଣପୁର ଆଇଆଇସି, ବାଲୁଗାଁ ଏସଡ଼ିପିଓ, ବାଣପୁର ତହସିଲଦାର, ବାଣପୁର ବ୍ଲକ ଅଧ୍ୟକ୍ଷ ଆଦି ପହଞ୍ଚି ଉତ୍ୟକ୍ତ ଜନସାଧାରଣଙ୍କୁ ବୁଝାସୁଝା ଜାରି ରଖିଛନ୍ତି।

ବାଣପୁର ଥାନା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026

ଆଉ ଔଷଧରେ ବ୍ୟବହାର ହେବ ନାହିଁ ଅଶ୍ୱଗନ୍ଧା ପତ୍ର, ଜାଣନ୍ତୁ କାହିଁକି FSSAI ଏହାକୁ ନିଷେଧ କଲା?

April 24, 2026

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026
Latest News

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026

ଆଉ ଔଷଧରେ ବ୍ୟବହାର ହେବ ନାହିଁ ଅଶ୍ୱଗନ୍ଧା ପତ୍ର, ଜାଣନ୍ତୁ କାହିଁକି FSSAI ଏହାକୁ ନିଷେଧ କଲା?

April 24, 2026

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.