Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରଙ୍ଗପୁରରେ ଜୈବ ପୁଷ୍ଟିଯୁକ୍ତ ମକା ଚାଷ ଉପରେ ସଚେତନତା ଓ ତାଲିମ କାର୍ଯ୍ୟକ୍ରମ
ଆଜିର ଖବର

ନବରଙ୍ଗପୁରରେ ଜୈବ ପୁଷ୍ଟିଯୁକ୍ତ ମକା ଚାଷ ଉପରେ ସଚେତନତା ଓ ତାଲିମ କାର୍ଯ୍ୟକ୍ରମ

November 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ (ବ୍ରିକ୍-ଆଇଏଲଏସ୍), ଭୁବନେଶ୍ୱର ପକ୍ଷରୁ ଆଜି ନବରଙ୍ଗପୁରରେ ଜୈବ ପୁଷ୍ଟିଯୁକ୍ତ ମକା ଚାଷ ଉପରେ ଏକ ସଚେତନତା ଏବଂ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଇସିଏଆର୍-ସିଆଇଏଫଏ, ଆଇସିଏଆର୍-ସିଟିସିଆରଆଇ ଏବଂ ଆଇସିଏଆର୍-ସିଇଏସ୍ ସହିତ ମିଶି ବ୍ରିକ୍-ଆଇଏଲଏସ୍ ଭାରତ ସରକାରଙ୍କ ଜୈବପ୍ରଯୁକ୍ତି ବିଭାଗ (ଡିବିଟି) ଦ୍ୱାରା ପ୍ରାୟୋଜିତ ବାୟୋଟେକ୍-କିଷାନ ପ୍ରକଳ୍ପ କାର୍ଯ୍ୟକାରୀ କରୁଛି।

ପୂର୍ବ ଖରିଫ ଋତୁରେ, ବ୍ରିକ୍- ଆଇଏଲଏସ୍ ୩୦ ଏକର ଜମିରେ ଏଚକ୍ୟୁପିଏମ୍ ୫ ମକା ଚାଷ ଆରମ୍ଭ କରିଥିଲା, ଯେଉଁଥିରେ ପ୍ରୋଭିଟାମିନ୍ ଏ ଏବଂ ଅତ୍ୟାବଶ୍ୟକ ଆମିନୋ ଏସିଡ୍ ପ୍ରଚୁର ମାତ୍ରାରେ ରହିଛି। କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କୃଷକମାନଙ୍କ ଠାରୁ ଅଧିକ ଚାହିଦା ଥିବାରୁ ଚଳିତ ରବି ଋତୁରେ ଏହି ଅଞ୍ଚଳକୁ ୧୦୦ ଏକରକୁ ସମ୍ପ୍ରସାରିତ କରାଯିବ।

ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁରର ସାଂସଦ ବଳଭଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ଭତରା, କୋଟପାଡ଼ ବିଧାୟକ ରୁପୁ ଭତରା, ନବରଙ୍ଗପୁର ଜିଲ୍ଲାପାଳ ଶୁଭଙ୍କର ମହାପାତ୍ରଙ୍କ ସମେତ ଆଇଏଲଏସର ବରିଷ୍ଠ ବୈଜ୍ଞାନିକମାନେ ଉପସ୍ଥିତ ଥିଲେ।

ଆଇଏଲଏସ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025

ପୂର୍ବତଟ ରେଳପଥ ଦ୍ୱାରା ଡିସ୍ଲେକ୍ସିଆ ସଚେତନତା ମାସ ପାଳନ ପାଇଁ “ଗୋ ରେଡ୍” ଅଭିଯାନ

October 30, 2025

ରେଳ ଷ୍ଟେସନର ୟାର୍ଡ ପୁନଃମଡେଲିଂକୁ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ

October 30, 2025

ବିହାର ନିର୍ବାଚନ: ଜନ ସୂରାଜ ପାର୍ଟି ପ୍ରାର୍ଥୀଙ୍କ ସମ୍ପର୍କୀୟଙ୍କୁ ଗୁଳି କରି ହତ୍ୟା

October 30, 2025
Latest News

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025

ପୂର୍ବତଟ ରେଳପଥ ଦ୍ୱାରା ଡିସ୍ଲେକ୍ସିଆ ସଚେତନତା ମାସ ପାଳନ ପାଇଁ “ଗୋ ରେଡ୍” ଅଭିଯାନ

October 30, 2025

CBSE ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ: ଫେବୃଆରୀ ୧୭ରୁ ପରୀକ୍ଷା

October 30, 2025

ରେଳ ଷ୍ଟେସନର ୟାର୍ଡ ପୁନଃମଡେଲିଂକୁ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ

October 30, 2025

ବିହାର ନିର୍ବାଚନ: ଜନ ସୂରାଜ ପାର୍ଟି ପ୍ରାର୍ଥୀଙ୍କ ସମ୍ପର୍କୀୟଙ୍କୁ ଗୁଳି କରି ହତ୍ୟା

October 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.