Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଞ୍ଚ ଜଣ ସିଡିଏମଓଙ୍କ ବଦଳି, ଭୁବନେଶ୍ବରର ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟରେ ଦିଆଗଲା ନିୟୁକ୍ତି
ଆଜିର ଖବର

ପାଞ୍ଚ ଜଣ ସିଡିଏମଓଙ୍କ ବଦଳି, ଭୁବନେଶ୍ବରର ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟରେ ଦିଆଗଲା ନିୟୁକ୍ତି

July 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାଞ୍ଚ ଜଣ ସିଡିଏମଓଙ୍କ ବଦଳି, ଭୁବନେଶ୍ବରର ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟରେ ଦିଆଗଲା ନିୟୁକ୍ତି
ପାଞ୍ଚ ଜଣ ସିଡିଏମଓଙ୍କ ବଦଳି, ଭୁବନେଶ୍ବରର ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟରେ ଦିଆଗଲା ନିୟୁକ୍ତି

ଆଜି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସିଡିଏମଓ ଙ୍କ ସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି। ଦୂରଦୂରାନ୍ତରେ ଥିବା ସିଡିଏମଓଙ୍କୁ ଭୁବନେଶ୍ବର ଅଣାଯାଇ ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟରେ ନିଯୁକ୍ତି ଦିଆଯାଇଛି। ଯେଉଁମାନଙ୍କର ବଦଳ ହେଲା ଏବଂ ନୂଆ ନିଯୁକ୍ତି ମିଳିଲା ତାହା ହେଲା

1-ମାଲକାନଗିରି ସିଡିଏମ୍‍ଓ ଡାକ୍ତର ଅଜିତ୍‍ କୁମାର ମହାନ୍ତି ହେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
2-ଭଦ୍ରକ ସିଡିଏମ୍‍ଓ ଡାକ୍ତର ବାରିଶ କୁମାର ଦାସ ହେଲେ ରାଜ୍ୟ ସ୍ୱାସ୍ଥ୍ୟ ପ୍ରତିଷ୍ଠା ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
3-ସୋନପୁର ସିଡିଏମ୍‍ଓ ଡାକ୍ତର ସରୋଜ କୁମାର ନାୟକ ହେଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ
4-ସୁନ୍ଦରଗଡ଼ ସିଡିଏମ୍‍ଓ ଡାକ୍ତର ଦିଲିପ କୁମାର ଷଡ଼ଙ୍ଗୀ ହେଲେ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ
5-ବରଗଡ଼ ସିଡିଏମ୍‍ଓ ଡାକ୍ତର ନନ୍ଦ କିଶୋର ପାଢ଼ୀଙ୍କୁ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ
6-ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ହେଲେ ନିର୍ଦ୍ଦେଶକ ନର୍ସିଂ
7-ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟଲକ୍ଷ୍ମୀ ଗୁରୁ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ
8-ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଡାକ୍ତର ମାନସ ରଞ୍ଜନ ସାମନ୍ତରାୟଙ୍କୁ ବ୍ଲଡ୍‍ ସେଫ୍‍ଟି ନିର୍ଦ୍ଦେଶକ ଦାୟିତ୍ୱ
Share. Facebook Twitter LinkedIn Email WhatsApp Copy Link

Related Posts

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026
Latest News

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.