Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଖରୀରେ ମାଛ ଚାଷ ନକରିବା ନିମନ୍ତେ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ
ଆଜିର ଖବର

ପୋଖରୀରେ ମାଛ ଚାଷ ନକରିବା ନିମନ୍ତେ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

November 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତ୍ରପୁର: ଗଞ୍ଜାମ ଜିଲ୍ଲା ରଙ୍ଗେଈଲୁଣ୍ଡା ବ୍ଲକ ଅନ୍ତର୍ଗତ ମନ୍ତ୍ରୀଡ଼ି ପଞ୍ଚାୟତର ବୟାଳୀ ଗ୍ରାମ ପୋଖରୀରେ ମାଛ ଚାଷ କରିବା ନିମନ୍ତେ ହୋଇଥିବା ନିଲାମ ବାତିଲ କରିବା ଲାଗି ଗଞ୍ଜାମ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଗ୍ରାମବାସୀ ମାନେ ଏକ ଲିଖିତ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି। ଏହି ପୋଖରୀ ଉପରେ ବୟାଳି ଗ୍ରାମ ସମେତ ଆଖ ପାଖ ଅଞ୍ଚଳର ଲୋକ ମାନେ ନିତ୍ୟ ବ୍ୟବହାର୍ଯ୍ୟ ପାଇଁ ନିର୍ଭର କରିଥାନ୍ତି। ଏଥିରେ ମାଛ ଚାଷ କରାଗଲେ ଗ୍ରାମବାସୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବେ।

ଏହା ବ୍ୟତୀତ ବହୁ ତୀର୍ଥଯାତ୍ରୀ ମଧ୍ୟ ଏହି ପୋଖରୀ ଉପରେ ନିର୍ଭର କରୁଛନ୍ତି l ଏଣୁ ଏହି ପୋଖରୀରେ ମାଛ ଚାଷ ନିମନ୍ତେ ହୋଇଥିବା ନିଲାମ ବାତିଲ କରିବା ପାଇଁ ସେମାନେ ଅନୁରୋଧ କରିଛନ୍ତି। ଏନେଇ ପୂର୍ବରୁ ସରପଞ୍ଚଙ୍କ ସମେତ ବହୁ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନଥିବାରୁ ସେମାନେ ବାଧ୍ୟ ହୋଇ ଆଜି ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ଏହି ସ୍ମାରକ ପତ୍ର ପ୍ରଦାନ ବେଳେ ନରସିଂହ ମହାପାତ୍ର, ପବିତ୍ର କୁମାର ନାୟକ, ଦିଲ୍ଲୀକିଶୋର ନାୟକ, ସୁଷମା ନାୟକ, ଭୀମ ନାୟକ, ସନ୍ତୋଷ ନାୟକ, ମାନିନୀ ଦାସ, ନିରଞ୍ଜନ ବେହେରା, ଅନାଦି ନାୟକ, ଦିନେଶ ନାହାକ, ବଳରାମ ମହାନ୍ତି, ପ୍ରଫୁଲ୍ଲ ମହାପାତ୍ର, ଲକ୍ଷ୍ମଣ ନାୟକ, ସଂଜୟ ମହାରଣା, ଉମେଶ ଚନ୍ଦ୍ର ନାୟକ, ଦଣ୍ଡପାଣି ନାୟକଙ୍କ ସମେତ ବହୁ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ।

ଗଞ୍ଜାମ ଜିଲ୍ଲା ଛତ୍ରପୁର ମାଛ ଚାଷ ନକରିବା ରଙ୍ଗେଈଲୁଣ୍ଡା ବ୍ଲକ ସ୍ମାରକ ପତ୍ର ପ୍ରଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025
Latest News

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଅଗଷ୍ଟ ୭ ରେ ଦିଲ୍ଲୀରେ ଇଣ୍ଡିଆ ବ୍ଲକ ବୈଠକ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.