Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳା ଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ପାଇଁ ଦାବିପତ୍ର ପ୍ରଦାନ 
ଆଜିର ଖବର

କଳା ଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ପାଇଁ ଦାବିପତ୍ର ପ୍ରଦାନ 

November 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତ୍ରପୁର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶାରୀରିକ (କ୍ରୀଡା ) ଶିକ୍ଷା ଓ କଳା ଶିକ୍ଷା (ଚିତ୍ର କଳା, ସଂଗୀତ କଳା) ଶିକ୍ଷାକୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳନ କରିବା ଓ ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଅଧିନସ୍ଥ ସମଗ୍ର ଶିକ୍ଷା ଅଭିଯାନ ଯୋଜନାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତି ପାଇଥିବା ସମସ୍ତ ପାର୍ଟ ଟାଇମ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କୁ ରାଜ୍ୟ ସରକାର ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବା ଦାବୀ ନେଇ ସୋମବାର ଓଡିଶା କଳା ଓ କ୍ରୀଡା ଶିକ୍ଷକ ମହାସଂଘ ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରାଯାଇଛି। ସେମାନଙ୍କ ଦାବୀ ଗୁଡିକ ଯଥା ଶୀଘ୍ର ପୂରଣ କରିବା ନିମନ୍ତେ ସେମାନେ ଜିଲ୍ଲାପାଳଙ୍କୁ ଭେଟି ଅନୁରୋଧ କରିଥିଲେ,ଏହି ଦାବୀପତ୍ର ପ୍ରଦାନ ବେଳେ ସଭାପତି ମନୋଜ କୁମାର ଚୌଧୁରୀ, ବିଶ୍ଵନାଥ ପ୍ରଧାନ ଓ ବିଦେଶୀ ବେହେରାଙ୍କ ସମେତ ବହୁ କଳା ଓ କ୍ରୀଡା ପ୍ରଶିକ୍ଷକ ମାନେ ଉପସ୍ଥିତ ଥିଲେ।

ଦାବିପତ୍ର ପ୍ରଦାନ ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍ଥାୟୀ ନିଯୁକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଭାରତ ବନାମ ଇଂଲଣ୍ଡ ତୃତୀୟ ODIରୁ ବାଦ ପଡ଼ିବେ ଏହି ଖେଳାଳି 

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026
Latest News

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଭାରତ ବନାମ ଇଂଲଣ୍ଡ ତୃତୀୟ ODIରୁ ବାଦ ପଡ଼ିବେ ଏହି ଖେଳାଳି 

July 17, 2026

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.