Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍ତ୍ରୀ ଓ ଜିଲ୍ଲା ପ୍ରଶାସନକୁ କାଳିଜାଇ ମୋଟର ବୋଟ ଆସୋସିଏସନ ପକ୍ଷରୁ ଦାବିପତ୍ର
ଆଜିର ଖବର

ମନ୍ତ୍ରୀ ଓ ଜିଲ୍ଲା ପ୍ରଶାସନକୁ କାଳିଜାଇ ମୋଟର ବୋଟ ଆସୋସିଏସନ ପକ୍ଷରୁ ଦାବିପତ୍ର

November 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ପର୍ଯ୍ୟଟନ ୠତୁ ଚାଲିଛି। ମରାଳ ମାଳିନୀ ନିଳାମ୍ବୁ ଚିଲିକାରେ ପକ୍ଷୀ ବିହାର, ନୌବିହାର, ମା କାଳିଜାଇଙ୍କ ଦର୍ଶନ ପାଇଁ ଦୈନନ୍ଦିନ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି।ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ବାଲୁଗାଁ ତଥା ବଡ଼କୁଳ ପାନ୍ଥନିବସ ଅନ୍ତର୍ଗତ ବିଭିନ୍ନ ମୋଟର ବୋଟ ଆସୋସିଏସନ ପକ୍ଷରୁ ପ୍ରୟାସ ଜାରି ରହିଛି। ଏପରିକି ପର୍ଯ୍ୟଟକଙ୍କ ଆତିଥେୟ, ସୁରକ୍ଷା, ନୌବିହାର ଓ ଗାଇଡ଼ ଉପରେ ଆସୋସିଏସନ ଓ ନୌଚାଳକ ପକ୍ଷରୁ ବିଶେଷ ଧ୍ୟାନ ଦିଆଯାଉଛି।

ମାତ୍ର ପର୍ଯ୍ୟଟନ ସ୍ଥଳୀରେ ଅନେକ ସମୟରେ ପର୍ଯ୍ୟଟକ,ମସ୍ୟଜୀବୀ,ନୌଚାଳକ ତଥା ସ୍ଥାନୀୟ ଲୋକମାନେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। ଏ ନେଇ କାଳିଜାଇ ମୋଟର ବୋଟ ଆସୋସିଏସନ ପକ୍ଷରୁ ଆଇନ, ଅବକାରୀ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ସଚିବ ଏବଂ ଜିଲ୍ଲା ପ୍ରଶାସନକୁ ୧୨ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଯାହାକି ଚିଲିକା କୁଳ ଜେଟି ଓ ମା କାଳିଜାଇ ମନ୍ଦିର ନିକଟରେ ଯାତ୍ରୀ ପ୍ରତିକ୍ଷାଳୟ, ଶୌଚାଳୟ, ପାନୀୟଜଳ, ଆଲୋକୀକରଣ, ୱାଟର ଆମ୍ବୁଲାନ୍ସ, ଜେଟି ଠାରେ ପୁଲିସ ସହାୟତା କେନ୍ଦ୍ର, ପାର୍କ, ପାର୍କିଂ ସ୍ଥଳୀ, ଚିଲିକା କୁଳ, ଚଢେଇଗୁହା, କାଳିଜାଇ ମନ୍ଦିର ନିକଟରେ ଫ୍ଲୋଟିଙ୍ଗ ଜେଟି ନିର୍ମାଣ, ବୋଟ ଗୁଡିକୁ ଫାଇବାର କରିବାକୁ ସରକାରୀ ସହାୟତା ସାଙ୍ଗକୁ ପ୍ରଶିକ୍ଷଣ ଏବଂ ଚିଲିକା କୂଳକୁ ସଂଯୋଗ କରୁଥିବା ରାସ୍ତାଘାଟର ଉରଣତିକରଣ ଉପରେ ଗୁରୁତ୍ୱ ଦେବାକୁ ଆସୋସିଏସନ ପକ୍ଷରୁ ଅନୁରୋଧ କରାଯାଇଛି।

କାଳିଜାଇ ଚିଲିକା ବଡ଼କୁଳ ପାନ୍ଥନିବସ ବାଲୁଗାଁ ମୋଟର ବୋଟ ଆସୋସିଏସନ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025
Latest News

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.