Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ପାଳନ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ
ଆଜିର ଖବର

ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ପାଳନ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ

November 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅମିତ ଶାହ
ଦେଶରେ ବନ୍ୟା ପରିଚାଳନା ଓ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତିର ସମୀକ୍ଷା କରିବେ ଅମିତ ଶାହ

ନୂଆଦିଲ୍ଲୀ: ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ଉତ୍ସବ ସହକାରେ ପାଳନ କରିବା ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟିରେ ଗୃହ ଓ ସମବାୟ ବ୍ୟାପାର ମନ୍ତ୍ରୀ ଅମିତ୍ ଶାହ ଅଧ୍ୟକ୍ଷ ଭାବରେ ରହିଛନ୍ତି।

କମିଟିର ଅନ୍ୟ ପ୍ରମୁଖ ସଦସ୍ୟମାନଙ୍କ ଭିତରେ ରହିଛନ୍ତି ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳବାଇ, ସୂଚନା ଏବଂ ପ୍ରସାରଣ ତଥା ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସାଂସଦ ଭର୍ତ୍ତୃହରି ମହତାବ, ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଏବଂ ପୁସ୍ତକାଳୟର ଅଧ୍ୟକ୍ଷ ନୃପେନ୍ଦ୍ର  ମିଶ୍ର, ଗୃହ ସଚିବ ଗୋବିନ୍ଦ ମୋହନ, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ସଞ୍ଜୟ ଯାଜୁ, ସଂସ୍କୃତି ସଚିବ, ଅରୁନିଶ୍ ଚାୱଲା, ଏବଂ ପିଏମ୍‍ଓ ଆର୍ଥିକ ପରାମର୍ଶ ପରିଷଦ ସଦସ୍ୟ ସଞ୍ଜୀବ ସାନୟାଲ ପ୍ରମୁଖ ସାମିଲ ରହିଛନ୍ତି। ଏହାଙ୍କ ସହ ଏହି କମିଟିରେ ମଧ୍ୟ ପ୍ରସିଦ୍ଧ ସାହିତ୍ୟିକ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ସଦସ୍ୟ ଭାବେ ରହିଛନ୍ତି।

ଅମିତ୍ ଶାହ ଡ. ହରେକୃଷ୍ଣ ମହତାବ ସ୍ୱାଧୀନତା ସଂଗ୍ରାମୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.