Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଙ୍ଗନବାଡି ମହିଳାଙ୍କ ପାଇଁ ଖୁସି ଖବର, ତୃତୀୟ ପର୍ଯ୍ୟାୟରେ ସେମାନଙ୍କୁ ମିଳିବ ସୁଭଦ୍ରା ଟଙ୍କା
ଆଜିର ଖବର

ଅଙ୍ଗନବାଡି ମହିଳାଙ୍କ ପାଇଁ ଖୁସି ଖବର, ତୃତୀୟ ପର୍ଯ୍ୟାୟରେ ସେମାନଙ୍କୁ ମିଳିବ ସୁଭଦ୍ରା ଟଙ୍କା

November 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଙ୍ଗନବାଡି କର୍ମିଙ୍କ ପାଇଁ ଖୁସି ଖବର, ଏଣିକି ସେମାନଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ରାଜ୍ୟର ଅଙ୍ଗନବାଡି କର୍ମିଙ୍କ ପାଇଁ ଖୁସି ଖବର। ଏହି ଖବରକୁ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଘୋଷଣା ଅନୁସାରେ ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ପୂର୍ବରୁ ସରକାର ଅଙ୍ଗନବାଡି ମହିଳାମାନେ ଏହି ଲୋକପ୍ରିୟ ଯୋଜନାରୁ ବାଦ ପଡିଥିଲେ। ହେଲେ ପରବର୍ତ୍ତି ସମୟରେ ସେମାନଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲା କରାଗଲା।

ସେହିପରି ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି ଟଙ୍କା ଆସନ୍ତା 24 ତାରିଖରେ ପ୍ରଦାନ କରାଯିବ ବୋଲି ଶ୍ରୀମତୀ ପରିଡା କହିଛନ୍ତି। ଏହି ଯୋଜାନର ପ୍ରଥମ କିସ୍ତିର ଟଙ୍କା ୨୫ଲକ୍ଷରୁ ଅଧିକ ମହିଳା ପାଇଛନ୍ତି। ସେହିପରି ଅକ୍ଟୋବର ୯ ତାରିଖରେ ଦ୍ୱିତୀୟ କିସ୍ତି ଟଙ୍କା ୩୫ ଲକ୍ଷରୁ ଅଧିକ ହିତାଧିକାରୀମାନଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇଥିଲା।

ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ହିତାଧିକାରୀ ଏହି ଯୋଜନାରେ ଆବେଦନ କରିଥିବାରୁ ପ୍ରାୟ ୪୦ ଲକ୍ଷରୁ ଅଧିକ ଆବେଦନକାରୀ ଅପେକ୍ଷାରେ ରହିଛନ୍ତି। ଆବେଦନକାରୀଙ୍କ ମଧ୍ୟରୁ ୨ଲକ୍ଷ ହିତାଧିକାରୀ ରିଜେକ୍ଟ ହୋଇଥିବା ବେଳେ ସୁଭଦ୍ରା ଯୋଜନା ନିୟମରେ ସଂଶୋଧନ ଆଣି କେମିତି ଅଧିକ ଯୋଗ୍ୟ ହିତାଧିକାରୀ ଏଥିରେ ସାମିଲ ହୋଇପାରିବେ ସେଦିଗରେ ସରକାର ଧ୍ୟାନ ଦେଇଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Subhadra ଅଙ୍ଗନବାଡି ସୁଭଦ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025
Latest News

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.