Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ଆଗମନ ସ୍ମାରକ ବୁଲିଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଭାରତୀୟ ଆଗମନ ସ୍ମାରକ ବୁଲିଲେ ପ୍ରଧାନମନ୍ତ୍ରୀ

November 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜର୍ଜଟାଉନର ମନୁମେଣ୍ଟ ଗାର୍ଡେନରେ ଥିବା ଇଣ୍ଡିଆନ ଆରାଇଭାଲ ମନୁମେଣ୍ଟ (ଭାରତୀୟ ଆଗମନ ସ୍ମାରକ) ବୁଲି ଦେଖିଛନ୍ତି । ତାଙ୍କ ସହ ଏହି ଅବସରରେ ଗୁୟାନାର ପ୍ରଧାନମନ୍ତ୍ରୀ ବ୍ରିଗେଡ଼ିୟର(ଅବସରପ୍ରାପ୍ତ) ମାର୍କ ଫିଲିପ୍ସ ଉପସ୍ଥିତ ଥିଲେ। ଟାସା ଡ୍ରମ ବାଦକଙ୍କ ଏକ ଦଳ ତାଙ୍କୁ ସ୍ୱାଗତ କରିଥିଲେ ଏବଂ ପ୍ରଧାନମନ୍ତ୍ରୀ ଆରାଇଭାଲ ମନୁମେଣ୍ଟରେ   ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପ୍ରଧାନମନ୍ତ୍ରୀ ସ୍ମାରକରେ ଶ୍ରଦ୍ଧାଞ୍ଜଳି ଜଣାଇ ଗୁୟାନାରେ ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ବଞ୍ଚାଇ ରଖିବା ଲାଗି ପ୍ରବାସୀ ଭାରତୀୟମାନେ କରିଥିବା ସଂଗ୍ରାମ ଓ ଏ ଦିଗରେ ଥିବା ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ମରଣ କରିଥିଲେ । ସ୍ମାରକରେ ସେ ଏକ ବେଲ ପତ୍ର ଚାରା ରୋପଣ କରିଥିଲେ।

ସ୍ମାରକଟି ୧୮୩୮ ମସିହାରେ ଭାରତରୁ ପ୍ରବାସୀମାନଙ୍କୁ ଧରି ଗୁୟାନା ଆସିଥିବା ପ୍ରଥମ ଜାହାଜର ଏକ ପ୍ରତିକୃତି। ୧୯୯୧ରେ ଭାରତ ପକ୍ଷରୁ ଗୁୟାନାବାସୀଙ୍କ ଉପହାର ଭାବେ ଏହା ପ୍ରଦାନ କରାଯାଇଥିଲା।

narendra modi ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025

ନୋବେଲ ଶାନ୍ତି ପୁରସ୍କାର ପାଇଥିବା ମାରିଆ କୋରିନା ମାଚାଡୋ କିଏ, ସେ କେତେ ଶିକ୍ଷିତ?

October 10, 2025
Latest News

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Viksit Odisha 2036: ଭୁବନେଶ୍ୱର ଠାରେ ବିକଶିତ ଭାରତ ଓ ବିକଶିତ ଓଡିଶା ସମ୍ମିଳନୀ ଆୟୋଜିତ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.