ନୂଆଦିଲ୍ଲୀ: ଦିଲ୍ଲୀର ସେଶନ କୋର୍ଟରେ ବିଜେପି ଏକ ଅସୁବିଧାର ସମ୍ମୁଖୀନ ହୋଇଛି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ଦାଖଲ ହୋଇଥିବା ମାନହାନୀ ମାମଲାକୁ କୋର୍ଟ ସ୍ଥଗିତ ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ବିଜେପି ମାମଲା ଦାୟର କରିଥିଲା। Atishi delhi cm
ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀDecember 18, 2025