Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ କମ୍ୟୁନିଟି ରେଡ଼ିଓ ପକ୍ଷରୁ ‘ଆମର ବରିଷ୍ଠ, ଆମର ଅଭିଯାନ’ କାର୍ଯ୍ୟକ୍ରମ ଆରମ୍ଭ
ଆଜିର ଖବର

ସୋଆ କମ୍ୟୁନିଟି ରେଡ଼ିଓ ପକ୍ଷରୁ ‘ଆମର ବରିଷ୍ଠ, ଆମର ଅଭିଯାନ’ କାର୍ଯ୍ୟକ୍ରମ ଆରମ୍ଭ

November 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍‌ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ପକ୍ଷରୁ ‘ଆମର ବରିଷ୍ଠ, ଆମର ଅଭିଯାନ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭାରତ ସରକାରଙ୍କର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରଣାଳୟ ଅଧୀନସ୍ଥ ଅଭୟ ଯୋଜନା ଦ୍ୱାରା ଅଧାରିତ ଓ କମ୍ୟୁନିଟି ରେଡ଼ିଓ ଆସୋସିଏସନ୍ (ସିଆର୍‌ଏ) ଦ୍ୱାରା
ପରିଚାଳିତ ଏହି ଅଟଳ ଭାୟୋ ଅଭ୍ୟୁଦୟ ଯୋଜନା (ଅଭୟ) କାର୍ଯ୍ୟକ୍ରମ ମାଧ୍ୟମରେ ବରିଷ୍ଠ
ନାଗରିକମାନେ ବ୍ୟକ୍ତିଗତ ଏବଂ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ତ ସୁବିଧା ପାଇପାରିବେ।

ସେମାନଙ୍କ ଜୀବନଶୈଳୀରେ ଉନ୍ନତି ଆଣିବା ଉଦ୍ଦେଶ୍ୟରେ ବେତାର କେନ୍ଦ୍ର ମାଧ୍ୟମରେ
ସେମାନଙ୍କୁ ଅବଗତ କରାଯିବାର ଯୋଜନା ସହ ସେମାନଙ୍କୁ ସମ୍ମାନ ଦେବା ଏବଂ ପର୍ଯ୍ୟାପ୍ତ ସ୍ୱାସ୍ଥ୍ୟସେବା, ଯତ୍ନ ଓ ସୁରକ୍ଷା ପ୍ରଦାନ କରିବା ଏହି ଅଭୟ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ।

ଏହି କାର୍ଯ୍ୟକ୍ରମ ୨୦୨୪ ନଭେମ୍ବର ରୁ ୨୦୨୫ ମାର୍ଚ୍ଚ ପର୍ଯ୍ୟନ୍ତ ଜାରୀ ରହିବ। ଏହି
କାର୍ଯ୍ୟକ୍ରମ ମାଧ୍ୟମରେ ସମୁଦାୟ ୨୪ଟି ଅଧ୍ୟାୟ ପ୍ରସାରିତ ହେବା ସହ ୧୦ଟି ନ୍ୟାରୋ କାଷ୍ଟିଙ୍ଗ ଦ୍ୱାରା ବୟୋଜ୍ୟେଷ୍ଠ ମାନଙ୍କ ପାଖରେ ସଚେତନତା ବାର୍ତା ପହଂଚାଇବା ସୋଆ କମ୍ୟୁନିଟି ରେଡ଼ିଓର ଲକ୍ଷ୍ୟ ଅଟେ।

ସୋଆ କମ୍ୟୁନିଟି ରେଡ଼ିଓ ପକ୍ଷରୁ ଆୟୋଜିତ ଏହି କାର୍ଯକ୍ରମରେ ୩୦ରୁ ଊର୍ଦ୍ଧ୍ୱ
ବରିଷ୍ଠ ନାଗରିକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଆରମ୍ଭରେ ଅଭୟ ଯୋଜନାକୁ ନେଇ
ପ୍ରସ୍ତୁତ ହୋଇଥିବା ନାଟକକୁ ଶୁଣିବା ସହ ସରକାରଙ୍କ ସମସ୍ତ ଯୋଜନାର ସାରମର୍ମ ବୁଝିଥିଲେ। ଏନେଇ ସମସ୍ତ ପ୍ରଶ୍ନୋତର କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା।

ସୋଆ କମ୍ୟୁନିଟି ରେଡ଼ିଓ ଇନ୍‌ଚାର୍ଜ ହନୀ ପଟ୍ଟନାୟକଙ୍କ ତତ୍ୱାବଧାନରେ
ଆୟୋଜିତ ଏହି କାର୍ଯ୍ୟକ୍ରମକୁ ରେଡିଓ ଜକି ରମାବଲ୍ଲଭ ମହାପାତ୍ର, ଶୁଭଶ୍ରୀ ପାତ୍ର,
ଶୁଭଶ୍ରୀ ସାହୁ ଏବଂ ଶୁଭଶ୍ରୀ ଶୁଭସ୍ମିତା ସ୍ୱାଇଁ ପରିଚାଳନା କରିଥିବା ବେଳେ ସାଉଣ୍ଡ
ଅପରେଟର ଶ୍ରୀ ପବିତ୍ର କୁମାର ସାହୁ ଏବଂ ସାଉଣ୍ଡ ଇଞ୍ଜିନିୟରିଂ ଶ୍ରୀ ସତ୍ୟ ରଞ୍ଜନ ସ୍ୱାଇଁ ସମସ୍ତସହଯୋଗ ଯୋଗାଇଥିଲେ।

ଶିକ୍ଷା ଓ ଅନୁସନ୍ଧାନ ସୋଆ ସୋଆ କମ୍ୟୁନିଟି ରେଡିଓ
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.