Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ସରକାରଙ୍କ ରାଷ୍ଟ୍ରୀୟ ଅନୁସୂଚିତ ଜାତି ଆୟୋଗ କୋଲକାତାଙ୍କ ଖୋର୍ଦ୍ଧା ଜିଲ୍ଲା ପରିଦର୍ଶନ
ଆଜିର ଖବର

ଭାରତ ସରକାରଙ୍କ ରାଷ୍ଟ୍ରୀୟ ଅନୁସୂଚିତ ଜାତି ଆୟୋଗ କୋଲକାତାଙ୍କ ଖୋର୍ଦ୍ଧା ଜିଲ୍ଲା ପରିଦର୍ଶନ

November 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଶୁକ୍ରବାର ଅପରାହ୍ନ ୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତ।ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭାରତ ସରକାରଙ୍କ ରାଷ୍ଟ୍ରୀୟ ଅନୁସୂଚିତ ଜାତି ଆୟୋଗ କୋଲକାତା ଲଭ କୁଶ କୁମାରଙ୍କ ଖୋର୍ଦ୍ଧା ଜିଲ୍ଲାର ଅନୁସୂଚିତ ଜାତି ସମ୍ବନ୍ଧୀୟ ଯୋଜନା ଗୁଡିକର ସମୀକ୍ଷା କରିଥିଲେ। ଏହି ବୈଠକରେ ଶରତ କୁମାର ଗର୍ଗ, ପ୍ରାଇଭେଟ ସେକ୍ରେଟାରୀ, ଷ୍ଟେଟ ଗେଷ୍ଟ/ ସୋନାଲୀ ଦତ୍ତ, ଡିରେକ୍ଟର, ଅନୁସୂଚିତ ଜାତି ଆୟୋଗ ଉପସ୍ଥିତ ଥିଲେ।

ସମୀକ୍ଷାରେ ଉଭୟ କେନ୍ଦ୍ରୀୟ ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ  ଅନୁସୂଚିତ ଜାତି ଅନ୍ତର୍ଗତ  ହିତାଧିକାରୀ ମାନଙ୍କର  ଟିକିନିଖ ଆଲୋଚନା  କରଯାଇଥିଲା। ଏହି ଯୋଜନା ଗୁଡିକ ହେଉଛି ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା, ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ, ମୁଦ୍ରା ଯୋଜନା, RWSS ଙ୍କର ନଳକୂପ ଖନନ, ଛାତ୍ରବ।ସରେ ରହୁଥିବା ଛାତ୍ରୀ ଛାତ୍ର ମାନଙ୍କ ବିଭିନ୍ନ ବ୍ୟବସ୍ଥା, ପ୍ରାକ ଏବଂ ପରବର୍ତ୍ତୀ ମାଟ୍ରିକ ଛାତ୍ର ବୃତ୍ତି, କୃଷି ଜମା ପଟ୍ଟା ପ୍ରଦାନ, ଉଜ୍ଜଳା ଯୋଜନାର ହିତାଧିକାରୀ, ବିଭିନ୍ନ ଯୋଜନାରେ କେନ୍ଦ୍ରୀୟ ଓ ରାଜ୍ୟ ସରକାରଙ୍କର ଅନୁଦାନ ଉପରେ ଆଲୋଚନା କରଯାଇଥିଲା।

ଖୋର୍ଦ୍ଧା SP ଏବଂ ଭୂବନେଶ୍ବର DCPଙ୍କ ଅନ୍ତର୍ଗତ କ୍ରାଇମର  ବିଭିନ୍ନ ତଥ୍ୟ ଯଥା ମର୍ଡର, ରେଫ, ଆରର୍ସନ ଇତ୍ୟାଦି, ଆନ୍ତଃଜାତି ବିବାହକୁ ଆର୍ଥିକ ପ୍ରୋତ୍ସାହନ, atrocity ବାବଦରେ victimମାନଙ୍କୁ ତାଙ୍କର ସମୟ ସୀମା ମଧ୍ୟରେ ଉଚିତ ଆର୍ଥିକ ସହାୟତା ପ୍ରଦାନ କରାଯିବା ସହିତ  ସଠିକ ପଦକ୍ଷେପ ଗ୍ରହଣ କରିବାକୁ ଖୋର୍ଦ୍ଧା SP , ଭୂବନେଶ୍ବର DCP ଏବଂ DWO ଖୋର୍ଦ୍ଧାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏହି ବୈଠକରେ ଖୋରଧାର ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ଏବଂ ସାଫଲ୍ୟମଣ୍ଡିତ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ର ନାଥ ମୁର୍ମୁ, ଖୋରଧା ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠୀ, ଅତିରିକ୍ତ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ କସ୍ତୂରିବାଳା  ଜେନା, ସି ଡି ଏମ ଓ , ଖୋର୍ଦ୍ଧା /ଜିଲ୍ଲା ମଙ୍ଗଳ ଅଧିକାରୀ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। ଶେଷରେ ଧନ୍ୟବାଦ ଦିଆଯାଇ ବୈଠକ ସାଙ୍ଗ କରଯାଇଥିଲା।

ଖୋର୍ଦ୍ଧା ଜିଲ୍ଲା ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଆଦିତ୍ୟ ଅଲୁମିନିୟମ୍‌ ତରଫରୁ ଦିବ୍ୟାଙ୍ଗ ଦିବସ ପାଳିତ, ଶିଶୁମାନଙ୍କ କମ୍ୟୁନିଟ ସେଣ୍ଟରର ଭୂମିପୂଜା

December 3, 2025

ଶିକ୍ଷକ ଓ ଅଧ୍ୟାପକଙ୍କ ଦାବୀ ପୂରଣ ପାଇଁ ସରକାର ଗଠନ କଲେ ଏକ କମିଟ, ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

December 3, 2025

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 3, 2025

Byanjana Dwadashi: ବ୍ୟଞ୍ଜନ ଦ୍ଵାଦଶୀରେ ପ୍ରଭୃ କୃଷ୍ଣଙ୍କୁ ବାଢିଦିଆଗଲା ୮୭୫ ପ୍ରକାରର ଭୋଗ

December 3, 2025
Latest News

ଆଦିତ୍ୟ ଅଲୁମିନିୟମ୍‌ ତରଫରୁ ଦିବ୍ୟାଙ୍ଗ ଦିବସ ପାଳିତ, ଶିଶୁମାନଙ୍କ କମ୍ୟୁନିଟ ସେଣ୍ଟରର ଭୂମିପୂଜା

December 3, 2025

ଶିକ୍ଷକ ଓ ଅଧ୍ୟାପକଙ୍କ ଦାବୀ ପୂରଣ ପାଇଁ ସରକାର ଗଠନ କଲେ ଏକ କମିଟ, ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

December 3, 2025

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 3, 2025

Byanjana Dwadashi: ବ୍ୟଞ୍ଜନ ଦ୍ଵାଦଶୀରେ ପ୍ରଭୃ କୃଷ୍ଣଙ୍କୁ ବାଢିଦିଆଗଲା ୮୭୫ ପ୍ରକାରର ଭୋଗ

December 3, 2025

ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ହିନ୍ଦୁ ଦେବତାଙ୍କ ଉପରେ ମନ୍ତବ୍ୟକୁ ନେଇ ମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀଙ୍କ ନିନ୍ଦା

December 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.