Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ବିଜେପି ର ମିଶ୍ରଣ ପର୍ବ: ଆଇନମନ୍ତ୍ରୀଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ସରପଞ୍ଚ ଓ ବିଜେଡି କର୍ମୀ
ଆଜିର ଖବର

ଚିଲିକାରେ ବିଜେପି ର ମିଶ୍ରଣ ପର୍ବ: ଆଇନମନ୍ତ୍ରୀଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ସରପଞ୍ଚ ଓ ବିଜେଡି କର୍ମୀ

November 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ଆଜି ଚ଼ିଲିକା ବ୍ଲକ ଅନ୍ତର୍ଗତ ହାଟବରଡ଼ିହ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ମିଶ୍ରଣ ପର୍ବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝିଙ୍କ ବିକାଶ ମୂଳକ କାର୍ଯ୍ୟ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ କାର୍ଯ୍ୟଧାରାରେ ଆକୃଷ୍ଟ ହୋଇ ହାଟବରଡ଼ିହ ଗ୍ରାମ ପଞ୍ଚାୟତର ସରପଞ୍ଚ ହୁଲ୍ଲାସ ବେହେରା, ବହୁ ଓ୍ବାର୍ଡ଼ ମେମ୍ବର ଏବଂ ବିଜେଡ଼ି କାର୍ଯ୍ୟକର୍ତ୍ତା ମାନେ ବିଜୁ ଜନତା ଦଳ କୁ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିଲେ। ଶ୍ରୀ ବେହେରା ଓ ସାମିଲ୍ ହୋଇଥିବା ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିଥିଲେ ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଓ ଚ଼ିଲିକା ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ।

ଏହି ଅବସରରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ଜିଲ୍ଲା ଭାଜପା ଉପସଭାପତି ସୁମନ୍ତ ପଟ୍ଟନାୟକ,ଚ଼ଣ୍ଡେଶ୍ବର ପଞ୍ଚାୟତର ପୂର୍ବତନ ସରପଞ୍ଚ ଦୀନବନ୍ଧୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଆଇନ ମନ୍ତ୍ରୀଙ୍କ ନିରବଛିନ୍ନ ପରିଶ୍ରମ ଦ୍ୱାରା ଚିଲିକାରେ ବିଜେପି ସଂଗଠନ ଆହୁରି ମଜଭୁତ ହେଉଥିବା ଦେଖିବାକୁ ମିଳିଛି।

ଅନୁରୂପ ଭାବେ ଆଜି ନାଚୁଣୀ ସ୍ଥିତ ଭାଜପା କାର୍ଯ୍ୟାଳୟ ଠାରେ ବିଷ୍ଣୁଡ଼ିହ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖଣତ ଗ୍ରାମର ବହୁ ବିଜେଡ଼ି କର୍ମୀ ଭାରତୀୟ ଜନତା ପାର୍ଟିରେ ସାମିଲ୍ ହେଲେ।
ଏହି ଅବସରରେ ଯୁବ ସଂଗଠକ ରାଜେଶ ନାୟକ ଉପସ୍ଥିତ ଥିଲେ।

ଚିଲିକା ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଏସିଆ କପ୍ ସେମିଫାଇନାଲ୍‌ରେ ପହଞ୍ଚିଲା ଭାରତ: ଓମାନକୁ ୬ ୱିକେଟ୍‌ରେ ପରାସ୍ତ କଲା ଟିମ ଇଣ୍ଡିଆ

November 19, 2025

ନଭେମ୍ବର ୧୯ ତାରିଖ ବୁଧବାର: ଆଜିର ରାଶିଫଳରେ ପଢନ୍ତୁ କେମିତି କଟିବ ଆପଣଙ୍କର ଦିନ

November 19, 2025

ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, କହିଲେ….

November 18, 2025

ଦ୍ୱିତୀୟ ଟେଷ୍ଟରେ ଖେଳିବେ ନାହିଁ ଗିଲ ଏବଂ କୁଲଦୀପ?: ଜାଣନ୍ତୁ ଗୌହାଟିରେ ଭାରତର ପ୍ଲେଇଂ ଇଲେଭେନ

November 18, 2025
Latest News

ଏସିଆ କପ୍ ସେମିଫାଇନାଲ୍‌ରେ ପହଞ୍ଚିଲା ଭାରତ: ଓମାନକୁ ୬ ୱିକେଟ୍‌ରେ ପରାସ୍ତ କଲା ଟିମ ଇଣ୍ଡିଆ

November 19, 2025

ନଭେମ୍ବର ୧୯ ତାରିଖ ବୁଧବାର: ଆଜିର ରାଶିଫଳରେ ପଢନ୍ତୁ କେମିତି କଟିବ ଆପଣଙ୍କର ଦିନ

November 19, 2025

ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, କହିଲେ….

November 18, 2025

ଦ୍ୱିତୀୟ ଟେଷ୍ଟରେ ଖେଳିବେ ନାହିଁ ଗିଲ ଏବଂ କୁଲଦୀପ?: ଜାଣନ୍ତୁ ଗୌହାଟିରେ ଭାରତର ପ୍ଲେଇଂ ଇଲେଭେନ

November 18, 2025

ବିହାର ନିର୍ବାଚନରେ ୩୧ଟି ଆସନରେ ପ୍ରଚାର କରିଥିଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଫଳାଫଳ ଥିଲା ଆଶ୍ଚର୍ଯ୍ୟଜନକ

November 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.