Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

November 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସୁନ୍ଦରଗଡ଼ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ପ୍ରଦାନ ସମାରୋହରେ ଆଜି ମୂଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ଡିବିଟି ମାଧ୍ୟମରେ ପ୍ରଦାନ କରିଛନ୍ତି। ୨୦ ଲକ୍ଷ ରୁ ଉର୍ଦ୍ଧ୍ବ ହିତାଧୀକାରୀଙ୍କୁ ଆଜି ଏହି ଅନୁଦାନ ପ୍ରଦାନ କରିଛନ୍ତି।

କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଉପ ମୂଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ଜନଜାତି ଉନ୍ନୟନ ମନ୍ତ୍ରୀ ଜୁଏଲ ଓରାମ, ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗୀୟ ମନ୍ତ୍ରୀ ରବି ନାରାୟଣ ନାଏକ, ରଘୁନାଥ ପାଲି ବିଧାୟକ ଦୁର୍ଗା ଚରଣ ତନ୍ତୀ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା, ସୁନ୍ଦରଗଡ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଯୋଗଦେଇଥିଲେ। ମାତ୍ର ପାଞ୍ଚ ମାସ ରେ ରାଜ୍ୟ ସରକାର ୮୦ ଲକ୍ଷ ରୁ ଉର୍ଦ୍ଧ୍ବ ମହିଳାଙ୍କୁ ଶୁଭଦ୍ରା ଯୋଜନା ଅର୍ଥରାଶି ପ୍ରଦାନ କରିଛନ୍ତି।

ଆଜି ୨୦ ଲକ୍ଷ ମହିଳା ଙ୍କୁ ପ୍ରଦାନ କରା ଯାଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାର ୯୦ ହାଜର ରୁ ଉର୍ଦ୍ଧ୍ବ ମହିଳା ଉପକୃତ ହୋଇଛନ୍ତି। ମହିଳାଙ୍କ ବିକାଶ ପାଇଁ ପ୍ରତିବଦ୍ଧତା ରହିଛି। ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ବିଭାଗ ଶୁଭଦ୍ରା ଯୋଜନା ସଫଳତା ପାଇଁ ଲାଗି ପଡ଼ିଛନ୍ତି। ୧,୬୦,୦୦,୦୦୦ ଫର୍ମ ବଣ୍ଟା ଯାଇଥିଲା। କୋଟିଏ ରୁ ଉର୍ଦ୍ଧ୍ବ ମହିଳା ଯୋଗ୍ୟ ହୋଇଛନ୍ତି। ଉତ୍କର୍ଷ ଓଡିଶାର ମୂଳପିଣ୍ଡ ଶୁଭଦ୍ରା ଯୋଜନା ହେବ।

ମୋହନ ଚରଣ ମାଝୀ ସୁନ୍ଦରଗଡ ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀରେ ବୁଲିଲା ଖଣ୍ଡା

May 25, 2026

ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ, ଭାଷାବିତ୍‌ ତଥା ଲୋକକଥାକାର ଡକ୍ଟର ମହେନ୍ଦ୍ର ମିଶ୍ର ପାଇଲେ ପଦ୍ମଶ୍ରୀ ପୁରସ୍କାର

May 25, 2026

LPG ଓ PNG ସେବା ଯୋଗାଣ ନିୟମକୁ କୋହଳ କଲେ କେନ୍ଦ୍ର ସରକାର

May 25, 2026

ପୁରୀରେ ହେବ BRICS ସମ୍ମିଳନୀ

May 25, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

May 26, 2026

ମଙ୍ଗଳବାରରେ ଏହି ସାତୋଟି ରାଶି ହେବ ମାଲେମାଲ, ମିଳିବ ଅଦୃଶ୍ୟ ଶକ୍ତିର ସାହାଯ୍ୟ

May 26, 2026

ରାଜଧାନୀରେ ବୁଲିଲା ଖଣ୍ଡା

May 25, 2026

ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ, ଭାଷାବିତ୍‌ ତଥା ଲୋକକଥାକାର ଡକ୍ଟର ମହେନ୍ଦ୍ର ମିଶ୍ର ପାଇଲେ ପଦ୍ମଶ୍ରୀ ପୁରସ୍କାର

May 25, 2026

LPG ଓ PNG ସେବା ଯୋଗାଣ ନିୟମକୁ କୋହଳ କଲେ କେନ୍ଦ୍ର ସରକାର

May 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.