Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧୁମେହ ସଚେତନତା ଓ ସ୍ଵାସ୍ଥ୍ୟ ଶିବିର
ଆଜିର ଖବର

ମଧୁମେହ ସଚେତନତା ଓ ସ୍ଵାସ୍ଥ୍ୟ ଶିବିର

November 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ରେଶମ ନଗରୀ ବ୍ରହ୍ମପୁର ସହରର ହରିହର ନଗର ଦ୍ଵିତୀୟ ସାରଣୀ ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ମଧୁମେହ ସଚେତନତା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି ମଧୁମେହରୁ ମୁକ୍ତ ପାଇଁ ବ୍ରାହ୍ମ ମୁହୂର୍ତ୍ତରେ ଶଯ୍ୟାତ୍ୟାଗ କରି ଉଷ୍ଣଜଳରେ ଲେମ୍ବୁ ଲୁଣ ସର୍ବତ ପାନ, ପ୍ରାତଃ ଭ୍ରମଣ, ଯୋଗାସନ, ପ୍ରାଣାୟାମ, ବ୍ରହ୍ମଚର୍ଯ୍ୟ ରକ୍ଷା ଓ ଶାରୀରିକ ପରିଶ୍ରମ କରିବl ପାଇଁ ଉପଦେଶ ଦେଇଛନ୍ତି।

ଖାଦ୍ୟରେ ଗଜାମୁଗ, ସୋଲା, ବିଟ, ଗାଜର, ମୂଳା, ପିଆଜ, କାକୁଡି ସାଲାଡ଼ ପଚିଶ ପ୍ରତିଶତ ଖାଇବେ, ତେଲ, ଆମିଷ, କ୍ଷୀର ଜାତୀୟ ସମସ୍ତ ଖାଦ୍ୟ ଛାଡିବେ। ଯୋଗାସନ, ପ୍ରାଣାୟାମ, ଶାରୀରିକ ପରିଶ୍ରମ କରି ଚିନ୍ତା ମୁକ୍ତ ଜୀବନ ବିତାଇଲେ ଅଚିରେ ମଧୁମେହ,ରକ୍ତଚାପ, କୋଲେଷ୍ଟେରଲ୍ ଭଲ ହେଉଥିବା ସୂଚନା ଦେଇଥିଲେ।

ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଦେଇଥିଲେ। ଏଥି ସହିତ ରୋଗୀଙ୍କୁ ମାଗଣାରେ ଔଷଧ ବିତରଣ କରାଯାଇଥିଲା।ଶିବିରର ପରିଚାଳନାରେ ଡି. ଶ୍ରୀନିବାସ ସହଯୋଗ କରିଥିଲେ। ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ଅନୁରୋଧ କରିଛନ୍ତି l

ବ୍ରହ୍ମପୁର ସହର ମଧୁମେହ ସଚେତନତା
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026
Latest News

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.