Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାନାଡା ଓପନ୍‌ ବ୍ୟାଡମିଣ୍ଟନ୍‌ : ଫାଇନାଲ୍‌ରେ ପି କଶ୍ୟପ୍‌
ଆଜିର ଖବର

କାନାଡା ଓପନ୍‌ ବ୍ୟାଡମିଣ୍ଟନ୍‌ : ଫାଇନାଲ୍‌ରେ ପି କଶ୍ୟପ୍‌

July 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Canada Open badminton: Kashyap enters final
Canada Open badminton: Kashyap enters final

କାନାଡା ଓପନ୍‌ ବ୍ୟାଡମିଣ୍ଟନ୍‌ ଫାଇନାଲ୍‌ରେ ପ୍ରବେଶ କରିଛନ୍ତି ଭାରତୀୟ ତାରକା ପି କଶ୍ୟପ୍‌ । ଏହି ପୂର୍ବତନ ରାଜ୍ୟ ଗୋଷ୍ଠୀ ସ୍ବର୍ଣ୍ଣ ପଦକ ବିଜେତା ଏକ କଡା ସଙ୍ଘର୍ଷପୂର୍ଣ୍ଣ ମୁକାବିଲାରେ ଚାଇନିଜ୍ ତାଇପେଇର ଓ୍ବାଙ୍ଗ ଜୁ ଓ୍ବେଇଙ୍କ ପରାସ୍ତ କରି ଫାଇନାଲ୍‌ରେ ପ୍ରବେଶ କରିଛନ୍ତି । କାନାଡା ଓପନ୍‌ ସୁପର 100ରେ ଷଷ୍ଠ ସିଡ୍‌ର ମାନ୍ୟତା ପାଇଥିବା କଶ୍ୟପ୍‌ ଚତୁର୍ଥ ସିଡ୍‌ ଓ୍ବାଙ୍ଗଙ୍କୁ 14-21, 21-17 ଏବଂ 21-18 ସେଟ୍‌ରେ ପରାସ୍ତ କରି ଫାଇନାଲ୍‌ରେ ପହଞ୍ଚିଥିଲେ । ଶନିବାର ରାତିରେ ଅନୁଷ୍ଠିତ ସେମି ଫାଇନାଲ ମୁକାବିଲାରେ କଶ୍ୟପ୍‌ 1 ଘଣ୍ଟା 10 ମିନିଟ୍‌ ସମୟ ନେଇ ବିଜୟୀ ହୋଇଥିଲେ । ଶେଷଥର ପାଇଁ ଅଷ୍ଟ୍ରେଲିଆନ୍‌ ଓପନ୍‌ ଫାଇନାଲ୍‌ରେ ପ୍ରବେଶ କରିଥିଲେ କଶ୍ୟପ୍‌ । ଫାଇନାଲ୍‌ରେ କଶ୍ୟପ୍‌ ଅଣସିଡେଡ୍‌ ଲି ସି ଫେଙ୍ଗଙ୍କ ମୁକାବିଲା କରିବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Latest News

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.