Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରା ନିର୍ବାଚନ ପ୍ରସଙ୍ଗରେ ମୁହଁ ଖୋଲିଲେ ଦାମ, ସରୁ ନଦୀର ସୁଅ ଟାଣ
ଆଜିର ଖବର

ପାଟକୁରା ନିର୍ବାଚନ ପ୍ରସଙ୍ଗରେ ମୁହଁ ଖୋଲିଲେ ଦାମ, ସରୁ ନଦୀର ସୁଅ ଟାଣ

July 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ନିର୍ବାଚନ ପ୍ରସଙ୍ଗରେ ବିଜେପିର ବରିଷ୍ଠ ନେତା ଦାମ ରାଉତ ପ୍ରତିକ୍ରିୟା ଦେଇଛନ୍ତି । ଲୋକେ ନବୀନଙ୍କୁ ନୁହେଁ, ବ୍ୟୁରୋକ୍ରାଟଙ୍କୁ ଭୋଟ ଦେଉଛନ୍ତି । ପାଟକୁରାରେ ସ୍ବାଭିମାନର ପ୍ରଶ୍ନ ରହିଛି, ଆଞ୍ଚ ଆସିଲେ ସ୍ବାଭିମାନ ଜଳିବ ବୋଲି କହିଛନ୍ତି ଦାମ । ବିଜୟଙ୍କୁ ବିଧାନସଭାରେ ପୂରାଇ ନଦେବାକୁ ନବୀନ ପଣ କରିଛନ୍ତି ।  ଅଧ ଡଜନ ମନ୍ତ୍ରୀ ଓ ନେତାଙ୍କୁ ପାଟକୁରାରେ ପ୍ରଚାର ଲାଗି ଭର୍ତ୍ତି କରିଛନ୍ତି । ପାଟକୁରାବାସୀ ଚେତନଶୀଳ, ଏଠି ଟେବୁଲ୍‌ ତଳ କାରବାର କାମ କରିବନି । ୮୦ ମସିହାରେ ପାଟକୁରାରେ ବିଜୁ ବାବୁ ବିଜୟଙ୍କୁ ପ୍ରାର୍ଥୀ କରାଇଥିଲେ । କହିଥିଲେ, ମୁଁ ବଡ ବିଜୁ, ବିଜୟ ସାନ ବିଜୁ, ସାନ ନଦୀର ସୁଅ ଟାଣ । ନବୀନଙ୍କ କ୍ରୂରତା ବିଜୟଙ୍କୁ ୨୦ ବର୍ଷ ହେଲା ବିଧାନସଭାରୁ ଦୂରେଇ ରଖିଛି ବୋଲି କହିଛନ୍ତି ଦାମ । ପାଟକୁରା ନିର୍ବାଚନକୁ ନେଇ କଂଗ୍ରେସ ଉଭୟ ବିଜେପି ଓ ବିଜେଡ଼ି ମ୍ୟାଚ୍‌ ଫିକ୍ସିଂ କରିଛି ବୋଲି କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନାରୀଶକ୍ତି ହିଁ ଗଣତନ୍ତ୍ରର ସୁରକ୍ଷା କବଚ

April 14, 2026

ଆଜି ପଣା ସଂକ୍ରାନ୍ତି ବା ବିଷୁବ ସଂକ୍ରାନ୍ତି: ଜାଣନ୍ତୁ ପୂଜା କରିବାର ବିଧି

April 14, 2026

ଆଜି ହେଉଛି ବିଷୁବ ସଂକ୍ରାନ୍ତି: ଏହିଦିନ ପାଞ୍ଚଟି ରାଶି ପାଇଁ ରହିଛି ଖୁସି ଖବର

April 14, 2026

ବିନା ଅନୁମତିରେ ଅନଧିକୃତ ନିଯୁକ୍ତି ମନା

April 14, 2026
Latest News

ବିଲ୍ ବକେୟା ଥିଲେ ମଧ୍ୟ ଗ୍ରୀଷ୍ମ ଋତୁରେ କଟିବନି ବିଦ୍ୟୁତ୍ ସଂଯୋଗ: ଉପମୁଖ୍ୟମନ୍ତ୍ରୀ

April 14, 2026

ନାରୀଶକ୍ତି ହିଁ ଗଣତନ୍ତ୍ରର ସୁରକ୍ଷା କବଚ

April 14, 2026

ଆଜି ପଣା ସଂକ୍ରାନ୍ତି ବା ବିଷୁବ ସଂକ୍ରାନ୍ତି: ଜାଣନ୍ତୁ ପୂଜା କରିବାର ବିଧି

April 14, 2026

ଆଜି ହେଉଛି ବିଷୁବ ସଂକ୍ରାନ୍ତି: ଏହିଦିନ ପାଞ୍ଚଟି ରାଶି ପାଇଁ ରହିଛି ଖୁସି ଖବର

April 14, 2026

ବିନା ଅନୁମତିରେ ଅନଧିକୃତ ନିଯୁକ୍ତି ମନା

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.