Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କାହିଁକି ପ୍ରଧାନମନ୍ତ୍ରୀଙ୍କୁ କଲେ ସାକ୍ଷାତ
ଆଜିର ଖବର

ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କାହିଁକି ପ୍ରଧାନମନ୍ତ୍ରୀଙ୍କୁ କଲେ ସାକ୍ଷାତ

November 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କାହିଁକି ପ୍ରଧାନମନ୍ତ୍ରୀ ମୋଦିଙ୍କୁ କଲେ ସାକ୍ଷାତ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ତଥା ଭାବି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ତାଙ୍କ ସହାତି ପତ୍ନୀ କଳ୍ପନା ସୋରେନ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ କଡା ଟକ୍କର ଚାଲିଥିବା ବେଳେ କଣ ପାଇଁ ହେମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ସେ ନେଇ ବିଭିନ୍ନ ମହଲରେ ଆଲୋଚନା ଚାଲିଛି।

ତେବେ ସୁତ୍ର ଅନୁସାରେ ଆସନ୍ତା ୨୮ ତାରିଖରେ ହେମନ୍ତ ଝଡଖଣ୍ଡର ପରବର୍ତ୍ତି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେଥିପାଇଁ ସେହି ଉତ୍ସବରେ ଯୋଗଦେବାକୁ ସେ ସପତ୍ନୀକ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ବୋଲି ଜଣାପଡିଛି। ଏଥିସହିତ ହେମନ୍ତ ରାହୁଲ, ସୋନିଆ, ପ୍ରିୟଙ୍କା ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ନିମନ୍ତ୍ରଣ କରିଥିବା ଜଣାପଡିଛି।

hemant soren ଝାଡ଼ଖଣ୍ଡ ହେମନ୍ତ ସୋରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026

ରେଳ ସୁରକ୍ଷା କମିଶନରଙ୍କ ଦ୍ୱାରା ପୁରୁଣାକଟକ-ଚାରିଛକ ମଧ୍ୟରେ ନୂତନ ରେଳ ଲାଇନ୍ କାର୍ଯ୍ୟ ନିରୀକ୍ଷଣ

September 30, 2026
Latest News

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.