Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କାହିଁକି ପ୍ରଧାନମନ୍ତ୍ରୀଙ୍କୁ କଲେ ସାକ୍ଷାତ
ଆଜିର ଖବର

ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କାହିଁକି ପ୍ରଧାନମନ୍ତ୍ରୀଙ୍କୁ କଲେ ସାକ୍ଷାତ

November 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କାହିଁକି ପ୍ରଧାନମନ୍ତ୍ରୀ ମୋଦିଙ୍କୁ କଲେ ସାକ୍ଷାତ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ତଥା ଭାବି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ତାଙ୍କ ସହାତି ପତ୍ନୀ କଳ୍ପନା ସୋରେନ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ କଡା ଟକ୍କର ଚାଲିଥିବା ବେଳେ କଣ ପାଇଁ ହେମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ସେ ନେଇ ବିଭିନ୍ନ ମହଲରେ ଆଲୋଚନା ଚାଲିଛି।

ତେବେ ସୁତ୍ର ଅନୁସାରେ ଆସନ୍ତା ୨୮ ତାରିଖରେ ହେମନ୍ତ ଝଡଖଣ୍ଡର ପରବର୍ତ୍ତି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେଥିପାଇଁ ସେହି ଉତ୍ସବରେ ଯୋଗଦେବାକୁ ସେ ସପତ୍ନୀକ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ବୋଲି ଜଣାପଡିଛି। ଏଥିସହିତ ହେମନ୍ତ ରାହୁଲ, ସୋନିଆ, ପ୍ରିୟଙ୍କା ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ନିମନ୍ତ୍ରଣ କରିଥିବା ଜଣାପଡିଛି।

hemant soren ଝାଡ଼ଖଣ୍ଡ ହେମନ୍ତ ସୋରେନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଚାକିରି ବଦଳରେ ଜମି’ ମାମଲା: ଲାଲୁ ଯାଦବଙ୍କ ପରିବାରକୁ ବଡ଼ ଝଟକା ଦେଲେ କୋର୍ଟ

January 9, 2026

ବଡ ସଂଖ୍ୟକ ପଦବୀ ପାଇଁ ନିଯୁକ୍ତି ଘୋଷଣା କଲା ରେଳବାଇ: ଜାଣନ୍ତୁ କେଉଁମାନେ କରିବେ ଆବେଦନ

January 9, 2026

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026

ଆଜିଠୁ WPL 2026 ର ଉଦଘାଟନୀ ଉତ୍ସବ: ଜାଣନ୍ତୁ କେବେ ଏବଂ କେଉଁଥିରେ ଦେଖିବେ ମ୍ୟାଚ

January 9, 2026
Latest News

‘ଚାକିରି ବଦଳରେ ଜମି’ ମାମଲା: ଲାଲୁ ଯାଦବଙ୍କ ପରିବାରକୁ ବଡ଼ ଝଟକା ଦେଲେ କୋର୍ଟ

January 9, 2026

ବଡ ସଂଖ୍ୟକ ପଦବୀ ପାଇଁ ନିଯୁକ୍ତି ଘୋଷଣା କଲା ରେଳବାଇ: ଜାଣନ୍ତୁ କେଉଁମାନେ କରିବେ ଆବେଦନ

January 9, 2026

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026

ଆଜିଠୁ WPL 2026 ର ଉଦଘାଟନୀ ଉତ୍ସବ: ଜାଣନ୍ତୁ କେବେ ଏବଂ କେଉଁଥିରେ ଦେଖିବେ ମ୍ୟାଚ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.