Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢିଲା ମାଛକୁଣ୍ଡ ଜଳଭଣ୍ଡାରର ଜଳସ୍ତର
ଆଜିର ଖବର

ବଢିଲା ମାଛକୁଣ୍ଡ ଜଳଭଣ୍ଡାରର ଜଳସ୍ତର

July 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ମୌସୁମୀ ସକ୍ରିୟ ବର୍ଷା ଯୋଗୁଁ ମାଛକୁଣ୍ଡ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ଘଟିଛି । କିଛି ଦିନ ହେବ ଓଡ଼ିଶାରେ ମୌସୁମୀ ଓ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ଏହି ଲଗାଣ ବର୍ଷା କାରଣରୁ ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି । ଯାହା ଫଳରେ ଜଳଭଣ୍ଡାରକୁ ବିପଦ ସଷ୍ଟି ହେବା ସମ୍ଭାବନା ଥିଲା । ଜଳଭଣ୍ଡାରର ବିପଦ ସଂକେତ ୨୫୯୦ଫୁଟ ଥିବା ବେଳେ ଜଳସ୍ତର ବର୍ତ୍ତମାନ ୨୫୮୮.୦୮ ହୋଇଗଲାଣି । ଏହି ବିପଦରୁ ମୁକ୍ତ ହେବାକୁ ଜଳଭଣ୍ଡାରର ଆଠ ନମ୍ବର ଗେଟ ଖୋଲାଯାଇ ଜଳ ନିଷ୍କାସନ କରାଯାଉଛି । ଯାହା ଦ୍ୱାରା ପ୍ରତି ସେକେଣ୍ଡରେ ଏକ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଜଳ ବିଦ୍ୟୁତ ପ୍ରକଳ୍ପକୁ ବିପଦ ନାହିଁ ବୋଲି କହିଛନ୍ତି ଡ୍ୟାମର ମୁଖ୍ୟଯନ୍ତ୍ରୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Latest News

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.