Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିରୋଧୀଙ୍କ ହଟ୍ଟଗୋଳ ପରେ ଅପରାହ୍ନ ୧୨ ଯାଏଁ ମୁଲତବୀ ହେଲା ସଂସଦର ଉଭୟ ଗୃହ
ଆଜିର ଖବର

ବିରୋଧୀଙ୍କ ହଟ୍ଟଗୋଳ ପରେ ଅପରାହ୍ନ ୧୨ ଯାଏଁ ମୁଲତବୀ ହେଲା ସଂସଦର ଉଭୟ ଗୃହ

November 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଆଜି ପୁଣି ୧୧ ଟାରୁ ଆରମ୍ଭ ହୋଇଛି। ସୋମବାର ଠାରୁ ଆରମ୍ଭ ହୋଇଥିବା ଶୀତ ଅଧିବେଶନ ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ସୋମବାର ଆରମ୍ଭ ହେବାର କିଛି ସମୟ ପରେ ଅଧିବେଶନ ମୁଲତବୀ ହୋଇଥିଲା। ମଙ୍ଗଳବାର ସମ୍ବିଧାନ ଦିବସର ୭୫ ତମ ବାର୍ଷିକୀ ହେତୁ ଲୋକସଭା ଓ ରାଜ୍ୟସଭାରେ ଅଧିବେଶନ ବୁଧବାର ପର୍ଯ୍ୟନ୍ତ ମୂଳତବୀ ରଖାଯାଇଥିଲା। ସୂଚନାନୁସାରେ, ୱାକଫ ବିଲ୍ ଶୀତକାଳୀନ ଅଧିବେଶନରେ ଏନଡିଏ ସରକାରଙ୍କ ଦ୍ଵାରା ପୁଣି ଥରେ ଉପସ୍ଥାପିତ ହେବ। ଏହା ବ୍ୟତୀତ ଅନ୍ୟ ୧୬ ଟି ଗୁରୁତ୍ୱପୂର୍ଣ୍ଣ ବିଲ୍ ମଧ୍ୟ ଆଗତ କରାଯିବ।

ବିରୋଧୀଙ୍କ ହଟ୍ଟଗୋଳ ପରେ ଉଭୟ ଗୃହକୁ ଆଜି ମଧ୍ୟ ମୁଲତବୀ କରାଯାଇଛି। ଅପରାହ୍ନ ୧୨ ଯାଏଁ ଗୃହକୁ ମୁଲତବୀ କରାଯାଇଛି।

parliament
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.