Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆହୁରି ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯିବ : ନବ ଦାସ
ଆଜିର ଖବର

ରାଜ୍ୟରେ ଆହୁରି ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯିବ : ନବ ଦାସ

July 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡ଼ିଶାରେ ନୂତନ ସ୍ୱାସ୍ଥ୍ୟନୀତି ଆଣିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ନବ ଦାସ  । ଓଡ଼ିଶାରୁ ଡାକ୍ତର ବାହାର ରାଜ୍ୟକୁ ଯାଉଥିବାରୁ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଉଦବେଗ ପ୍ରକାଶ କରି ରାଜ୍ୟରେ ଆହୁରି ମେଡ଼ିକାଲ କଲେଜ କରି ନିଯୁକ୍ତି ଦେବାକୁ କହିଛନ୍ତି । ରାଜ୍ୟରେ ସ୍ୱାସ୍ଥ୍ୟ ସେବା ସେତେଟା ଭଲ  ସ୍ଥିତିରେ ନାହିଁ । ଅଧିକାଂଶ ଚିକିତ୍ସାଳୟରେ ଡାକ୍ତର ଅଭାବ କାରଣରୁ ରୋଗୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାଜ୍ୟରେ ମେଡ଼ିକାଲ କଲେଜ କମ ଥିବାରୁ ମେଧାବୀ ଛାତ୍ରଛାତ୍ରୀ ଡାକ୍ତରୀ ପଢିବା ପାଇଁ ରାଜ୍ୟ ବାହାରକୁ ଯାଉଛନ୍ତି । ତେଣୁ ରାଜ୍ୟରେ ନୂଆ ସ୍ୱାସ୍ଥ୍ୟନୀତି ଆଣିବାକୁ ପ୍ରୟାସ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ରାଜ୍ୟରେ ଚିକିତ୍ସାଳୟ ଗୁଡ଼ିକରେ ଅନେକ ଡାକ୍ତରୀ ପଦବୀ ଖାଲି ପଡ଼ିଛି । ତେଣୁ ଆସନ୍ତା ଦୁଇ ବର୍ଷ ମଧ୍ୟରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ କରାଯିବ  ବୋଲି କହିଛନ୍ତି ନବ ଦାସ ।

Share. Facebook Twitter LinkedIn Email WhatsApp Copy Link

Related Posts

ନାରୀଶକ୍ତି ହିଁ ଗଣତନ୍ତ୍ରର ସୁରକ୍ଷା କବଚ

April 14, 2026

ଆଜି ପଣା ସଂକ୍ରାନ୍ତି ବା ବିଷୁବ ସଂକ୍ରାନ୍ତି: ଜାଣନ୍ତୁ ପୂଜା କରିବାର ବିଧି

April 14, 2026

ଆଜି ହେଉଛି ବିଷୁବ ସଂକ୍ରାନ୍ତି: ଏହିଦିନ ପାଞ୍ଚଟି ରାଶି ପାଇଁ ରହିଛି ଖୁସି ଖବର

April 14, 2026

ବିନା ଅନୁମତିରେ ଅନଧିକୃତ ନିଯୁକ୍ତି ମନା

April 14, 2026
Latest News

ଇଭି ଗ୍ରହଣ ଏବଂ ଉତ୍ପାଦନ ଗତିକୁ ବଜାୟ ରଖିବା ପାଇଁ ପିଏମ୍ ଇ-ଡ୍ରାଇଭ୍ ଯୋଜନାକୁ ପ୍ରୋତ୍ସାହନ

April 14, 2026

ବିଲ୍ ବକେୟା ଥିଲେ ମଧ୍ୟ ଗ୍ରୀଷ୍ମ ଋତୁରେ କଟିବନି ବିଦ୍ୟୁତ୍ ସଂଯୋଗ: ଉପମୁଖ୍ୟମନ୍ତ୍ରୀ

April 14, 2026

ନାରୀଶକ୍ତି ହିଁ ଗଣତନ୍ତ୍ରର ସୁରକ୍ଷା କବଚ

April 14, 2026

ଆଜି ପଣା ସଂକ୍ରାନ୍ତି ବା ବିଷୁବ ସଂକ୍ରାନ୍ତି: ଜାଣନ୍ତୁ ପୂଜା କରିବାର ବିଧି

April 14, 2026

ଆଜି ହେଉଛି ବିଷୁବ ସଂକ୍ରାନ୍ତି: ଏହିଦିନ ପାଞ୍ଚଟି ରାଶି ପାଇଁ ରହିଛି ଖୁସି ଖବର

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.