Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବଭାରତୀୟ ଡିଜି ସମ୍ମିଳନୀ ପାଇଁ ଭୁବନେଶ୍ବରର ଟ୍ରାଫିକ କଟକଣା, ଜାଣନ୍ତୁ କଣ ହେଲା ପରିବର୍ତ୍ତନ
ଆଜିର ଖବର

ସର୍ବଭାରତୀୟ ଡିଜି ସମ୍ମିଳନୀ ପାଇଁ ଭୁବନେଶ୍ବରର ଟ୍ରାଫିକ କଟକଣା, ଜାଣନ୍ତୁ କଣ ହେଲା ପରିବର୍ତ୍ତନ

November 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସର୍ବଭାରତୀୟ ଡିଜି ସମ୍ମିଳନୀ ପାଇଁ ଭୁବନେଶ୍ବରର ଟ୍ରାଫିକ କଟକଣା, ଜାଣନ୍ତୁ କଣ ହେଲା ପରିବର୍ତ୍ତନ

ଭୁବନେଶ୍ବର: ଆସନ୍ତାକାଲି ଭୁବନେଶ୍ବରରେ ଆୟୋଜିତ ହେବ ସର୍ବଭାରତୀୟ ଡିଜି ପୋଲିସ ସମ୍ମିଳନୀ। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଯୋଗଦେବେ। ସେଥିପାଇଁ ଭୁବନେଶ୍ବରରୁ ବେଶ ସଜେଇ ଦିଆଯିବା ସହିତ କଡା କଟକଣା ମଧ୍ୟ ଜାରୀ କରାଯାଇଛି।

ବର୍ତ୍ତମାନ ସାରା ଭୁବନେଶ୍ବରକୁ 70 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହିତ ଲୋକସେବା ଭବନ, ଏୟାରପୋର୍ଟ, ରାଜଭବନ, ଅତିଥୀ ଭବନ ପରି ସ୍ଥାନରେ ସ୍ବତନ୍ତ୍ର ସୁରକ୍ଷା ଯୋଗାଇ ଦିଆଯାଇଛି। ଆସନ୍ତାକାଲି ଏହି ସମ୍ମିଳନୀ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ହେବ।

ଏହି ସମ୍ମିଳନୀ ପାଇଁ ଭିଭିଆଇପିଙ୍କ ଯାତାୟତ ପାଇଁ ଭୁବନେଶ୍ବରର ଟ୍ରାଫିକ କଟକଣା କରାଯାଇଛି। ବହୁ ରାସ୍ତାକୁ ସାଧାରଣ ଯାତାୟତ ପାଇଁ ବନ୍ଦ କରାଯାଇଥିବା ବେଳେ କେତେକ ସ୍ଥାନରେ ଟ୍ରାଫିକ ପରିବର୍ତ୍ତନ କରାଯାଇଛି। ତାହା ହେଲା

ଏ ନେଇ ଜନସାଧାରଣ ସମସ୍ତ ସହଯୋଗ କରିବା ପାଇଁ ଭୁବନେଶ୍ବର ପୋଲିସ କମିଶନରେଟ ଅନୁରୋଧ କରିଛି। ଏହି କଟକଣା ଆସନ୍ତାକାଲି 29 ତାରିଖରୁ ଡିସେମ୍ବର 1 ତାରିଖ ପର୍ଯ୍ୟନ୍ତ ବଳବତର ରହିବ।

Police DG Confrence ପୋଲିସ ଡିଜି ସମ୍ମିଳନୀ ଭୁବନେଶ୍ବର ଟ୍ରାଫିକ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଦିଲ୍ଲୀରେ ନିର୍ବାଚନ ତାଲିମ: ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେଲେ ନୟାଗଡ ଜିଲ୍ଲାର ଶକ୍ତି ପ୍ରସାଦ

July 25, 2025

ନାଲକୋର କର୍ପୋରେଟ୍ କାର୍ଯ୍ୟାଳୟ ପରିଦର୍ଶନ କଲେ ରାଜ୍ୟପାଳ

July 25, 2025

SIR ଉପରେ ECIର ବଡ଼ ନିଷ୍ପତ୍ତି, ଏବେ ସାରା ଦେଶରେ କରାଯିବ ଭୋଟର ତାଲିକା ସଂଶୋଧନ

July 25, 2025

ସରିଲା ପଞ୍ଜୀକରଣ: ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପାଇଁ ୧୦୦୦ ଲୋକ କଲେ ଆବେଦନ

July 25, 2025
Latest News

ନୂଆଦିଲ୍ଲୀରେ ନିର୍ବାଚନ ତାଲିମ: ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେଲେ ନୟାଗଡ ଜିଲ୍ଲାର ଶକ୍ତି ପ୍ରସାଦ

July 25, 2025

ନାଲକୋର କର୍ପୋରେଟ୍ କାର୍ଯ୍ୟାଳୟ ପରିଦର୍ଶନ କଲେ ରାଜ୍ୟପାଳ

July 25, 2025

SIR ଉପରେ ECIର ବଡ଼ ନିଷ୍ପତ୍ତି, ଏବେ ସାରା ଦେଶରେ କରାଯିବ ଭୋଟର ତାଲିକା ସଂଶୋଧନ

July 25, 2025

ସରିଲା ପଞ୍ଜୀକରଣ: ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପାଇଁ ୧୦୦୦ ଲୋକ କଲେ ଆବେଦନ

July 25, 2025

ଭିଜିଲାନ୍ସ ପଞ୍ଝାରେ ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ: ୩୦ ହଜାର ଲାଞ୍ଚ ନେବା ବେଳେ ହେଲେ ଗିରଫ

July 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.