Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଆରଓ ସମ୍ବଲପୁର ପକ୍ଷରୁ ଅଗ୍ନିପଥ ଯୋଜନା ଅଧୀନରେ ସେନା ନିଯୁକ୍ତି ଶିବିର
ଆଜିର ଖବର

ଏଆରଓ ସମ୍ବଲପୁର ପକ୍ଷରୁ ଅଗ୍ନିପଥ ଯୋଜନା ଅଧୀନରେ ସେନା ନିଯୁକ୍ତି ଶିବିର

November 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ସେନା
ପ୍ରତିବର୍ଷ ୧ ଲକ୍ଷ ସୈନିକଙ୍କୁ ଦିଆଯିବ ନିଯୁକ୍ତି!: ଜାଣନ୍ତୁ କେବେ ଆରମ୍ଭ ଏହି ପ୍ରକ୍ରିୟା?

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଉରକେଲା ସେକ୍ଟର-୬ ସ୍ଥିତ ଇସ୍ପାତ ଷ୍ଟାଡିୟମରେ ସେନା ନିଯୁକ୍ତି ଶିବିର ଅନୁଷ୍ଠିତ ହେବ। ଏଥିରେ ଅନୁଗୁଳ, ବରଗଡ଼, ବଲାଙ୍ଗିର, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁବର୍ଣ୍ଣପୁର ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଚୟନ ହୋଇଥିବା ପ୍ରାର୍ଥୀମାନେ ଭାଗ ନେଇପାରିବେ। ଅନଲାଇନ ଏକକ ପ୍ରବେଶିକା ପରୀକ୍ଷା (ସିଇଇ) ଜରିଆରେ ଚୟନ ହୋଇଥିବା ପ୍ରାର୍ଥୀମାନଙ୍କୁ ଶାରୀରିକ ଫିଟନେସ ପରୀକ୍ଷା ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଡକାଯାଇଛି। ଅନଲାଇନ ଏକକ ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀଙ୍କୁ ସେମାନଙ୍କର ଇମେଲ୍‌ ଆଇଡିରେ ଆଡମିଟ୍‌ କାର୍ଡ ପଠାଯାଇଛି। ଭାରତୀୟ ସେନାର ନିଯୁକ୍ତି ୱେବସାଇଟ୍‌ www.joinindianarmy.nic.inର ପ୍ରୋଫାଇଲ ସେକ୍ସନରେ ଲଗଇନ୍‌ କରି ମଧ୍ୟ ପ୍ରାର୍ଥୀମାନେ ସେମାନଙ୍କର ଆଡମିଟ କାର୍ଡ ଡାଉନଲୋଡ୍‌ କରିପାରିବେ। କୌଣସି ପ୍ରଶ୍ନ ପାଇଁ ପ୍ରାର୍ଥୀମାନେ ସମ୍ବଲପୁର ଏଆରଓଙ୍କୁ ୦୬୬୩-୨୯୫୦୩୫୯ ଏବଂ ୦୬୬୩-୨୫୨୦୮୪୫ ନମ୍ବରରେ ଯୋଗାଯୋଗ କରିପାରିବେ।

ନିଯୁକ୍ତି ପ୍ରକ୍ରିୟା ସମୟରେ ଠକ/ଦଲାଲଙ୍କ ଠକାମିରେ ନପଡ଼ିବା ଲାଗି ନିଜର ମୂଳ କାଗଜପତ୍ର କାହାରିକୁ ନଦେବା ଲାଗି ପରାମର୍ଶ ଦିଆଯାଉଛି। ଏଭଳି କୌଣସି ଘଟଣା ଘଟିବା କ୍ଷେତ୍ରରେ ସ୍ଥାନୀୟ ପୁଲିସ ଏବଂ ସମ୍ବଲପୁରସ୍ଥିତ ସେନା ନିଯୁକ୍ତି କାର୍ଯ୍ୟାଳୟରେ ତୁରନ୍ତ ଯୋଗାଯୋଗ କରାଯାଇପାରିବ। ଏଭଳି ଠକ/ଦଲାଲଙ୍କ ବିରୋଧରେ ଏବଂ ନିଯୁକ୍ତି ଶିବିର ସମୟରେ କୌଣସି ଅନିୟମିତ କାର୍ଯ୍ୟ ପାଇଁ ସ୍ଥାନୀୟ ପୁଲିସ ଓ ପ୍ରଶାସନ ଜରିଆରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଅଗ୍ନିପଥ ଯୋଜନା ରାଉରକେଲା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Latest News

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.