Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଟ୍ରେଲିଆକୁ ବଡ଼ ଝଟକା!: ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଦଳରୁ ବାଦ ପଡିଲେ ଏହି ମୁଖ୍ୟ ବୋଲର
ଆଜିର ଖବର

ଅଷ୍ଟ୍ରେଲିଆକୁ ବଡ଼ ଝଟକା!: ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଦଳରୁ ବାଦ ପଡିଲେ ଏହି ମୁଖ୍ୟ ବୋଲର

November 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଡିସେମ୍ବର ୬ ତାରିଖରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପିଙ୍କ ବଲ୍ ଟେଷ୍ଟ ଖେଳାଯିବ। ପାଞ୍ଚ ମ୍ୟାଚ୍ ଟେଷ୍ଟ ସିରିଜର ଏହା ଦ୍ୱିତୀୟ ମ୍ୟାଚ୍ ହେବ। ଏହି ଟେଷ୍ଟ ମ୍ୟାଚ୍ ପୂର୍ବରୁ ଅଷ୍ଟ୍ରେଲିଆ ଦଳ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ଆହତ କାରଣରୁ ଅଷ୍ଟ୍ରେଲିଆର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲରଙ୍କୁ ଦ୍ୱିତୀୟ ଟେଷ୍ଟରୁ ବାଦ୍ ଦିଆଯାଇଛି। କ୍ରିକେଟ୍ ଅଷ୍ଟ୍ରେଲିଆ ଏକ ବିବୃତ୍ତି ଜାରି କରି କହିଛି ଯେ, ଦ୍ରୁତ ବୋଲର ଜୋଶ ହେଜଲଉଡ୍ ଆଡିଲେଡରେ ଖେଳାଯିବାକୁ ଥିବା ଦିବାରାତ୍ରୀ ଟେଷ୍ଟ ଖେଳିବେ ନାହିଁ।

ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ଜୋଶ ହେଜଲଉଡଙ୍କ ବାମ ଗୋଡରେ ଆଘାତ ଲାଗିଛି, ଏହି କାରଣରୁ ସେ ଡିସେମ୍ବର ୬ ତାରିଖରୁ ଆଡିଲେଡରେ ଭାରତ ବିପକ୍ଷ ପିଙ୍କ ବଲ ଟେଷ୍ଟରୁ ବାଦ ପଡିଛନ୍ତି। ଡେବ୍ୟୁ ପରେ ଏହା ପ୍ରଥମ ଥର ହେବ ଯେ, ହେଜଲଉଡ୍ ଘରେ ଭାରତ ବିପକ୍ଷ ଟେଷ୍ଟ ମ୍ୟାଚ୍ ହରାଇବେ। ହେଜଲଉଡଙ୍କ ଆଘାତ ଯୋଗୁଁ ଅଷ୍ଟ୍ରେଲିଆର ଦ୍ରୁତ ବୋଲିଂ ଆକ୍ରମଣ ଦୁର୍ବଳ ହେବ, ଏଥିରେ କୌଣସି ସନ୍ଦେହ ନାହିଁ।

ଜୋଶ ହେଜଲଉଡଙ୍କ ସ୍ଥାନରେ କ୍ରିକେଟ୍ ଅଷ୍ଟ୍ରେଲିଆ ଅଷ୍ଟ୍ରେଲିଆ ଦଳରେ ଦୁଇଟି ନୂତନ ଦ୍ରୁତ ବୋଲରଙ୍କୁ ଅନ୍ତର୍ଭୁକ୍ତ କରିଛି। ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ କଙ୍ଗାରୁ ଦଳରେ ଦୁଇ ଜଣ ଅନଭିଜ୍ଞ ବୋଲର ସିନ ଆବଟ୍ଟ ଏବଂ ବ୍ରେଣ୍ଡନ୍ ଡୋଗେଟ୍ ଙ୍କୁ ସାମିଲ କରାଯାଇଛି। ଉଭୟ ଏପର୍ଯ୍ୟନ୍ତ ଟେଷ୍ଟ କ୍ରିକେଟରେ ଡେବ୍ୟୁ କରିନାହାଁନ୍ତି। ତେବେ ଆବଟ୍ଟ ଜଣେ ନୂତନ ଖେଳାଳି ନୁହଁନ୍ତି, ସେ ଅଷ୍ଟ୍ରେଲିଆ ପାଇଁ ୨୬ ଟି ODI ଏବଂ ୨୦ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଛନ୍ତି।

IND Vs AUS 2nd Test India Vs Australia Josh Hazlewood
Share. Facebook Twitter LinkedIn Email WhatsApp Copy Link

Related Posts

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026
Latest News

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.